Posted inଜାତୀୟ

ଥରୁର ମାନୁ ନାହାନ୍ତି ଦଳୀୟ ନିୟମ!

କନ୍ନୁର,୨୭ ।୧୨: କେରଳ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ସୁଧାକରନ କହିଛନ୍ତି କଂଗ୍ରେସ ଏମ୍‌ପି ଶଶି ଥରୁରଙ୍କୁ ପାର୍ଟିର ନିୟମ ଭାଙ୍ଗିବାର କୌଣସି ଅଧିକାର ନାହିଁ । ଏପରି କଲେ ତାଙ୍କୁ ଦଳରୁ ବାହାର କରି ଦିଆଯିବ । ସୁଧାକରନ କହିଛନ୍ତି ଥରୁର ଦଳର ଜଣେ ନେତା ଶଶି ଥରୁର କଂଗ୍ରେସ ବା ଦଳ ନୁହେଁ । ତେଣୁ ତାଙ୍କୁ ସମସ୍ତ ନିୟମ ମାନିବାକୁ ପଡିବ । ‘ସେମି ହାଇସ୍ପିଡ ରେଲ କରିଡର’କୁ ବିରୋଧ କରି କଂଗ୍ରେସ ପକ୍ଷରୁ କେନ୍ଦ୍ରକୁ ଯେଉଁ ଚିଠି ଲେଖାଯାଇଥିଲା ଥରୁର ସେଥିରେ ହସ୍ତାକ୍ଷର କରିବାକୁ ମନା କରି ଦେଇଥିଲେ । ଏହାସହ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ଖୋଲାଖୋଲି ଭାବେ ଥରୁର ପ୍ରଶଂସା କରିବାରୁ ଏବେ ସେ ଦଳର ନେତାଙ୍କ ଆକ୍ରୋଶର ଶିକାର ହୋଇଛନ୍ତି । ଟୁଇଟ୍ କରି ଥରୁର କହିଥିଲେ ରେଲୱେ ପରିଯୋଜନା ସମ୍ପର୍କରେ ଅଧ୍ୟୟନ ପରେ ସେ ହସ୍ତାକ୍ଷର କରିବେ ଓ ସବୁ କଥାକୁ ରାଜନୈତିକ ଦୃଷ୍ଟି କୋଣରୁ ଗ୍ରହଣ କରିବା ଉଚିତ


Enter your email to get our daily news in your inbox.

All Right Reserved By Dharitri.Com

‘ସେମାନେ ମୋତେ ଆତଙ୍କବାଦୀ କହୁଛନ୍ତି’

ନୂଆଦିଲ୍ଲୀ, ୨୭ା୨: ଦିଲ୍ଲୀ ପୋଲିସକୁ ୩ ଦିନ ସମୟ ଦେଇ ସିଏଏ ବିକ୍ଷୋଭକାରୀଙ୍କୁ ହଟାଅ ନ ହେଲେ ସେମାନେ ପରିଣାମ ଭୋଗିବେ ବୋଲି କହିଥିବା ଭାଜପା...

ରାତିସାରା ବାପ-ପୁଅଙ୍କୁ ଲାଠିମାଡ଼ ହୋଇଥିଲା

ମଦୁରାଇ,୧।୭: ମଦୁରାଇର ସଥକୁଲମ୍‌ ହାଜତରେ ବାପ-ପୁଅଙ୍କ ମୃତ୍ୟୁକୁ ନେଇ ବିବାଦ ଦେଖାଦେଇଥିବା ବେଳେ ମହିଳା ହେଡ୍‌ କନ୍‌ଷ୍ଟେବଳ କୋଭିଲପଟ୍ଟି ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ଙ୍କ ଆଗରେ ସବୁ...

ଆଜି ଭାଗ୍ୟ ନିର୍ଣ୍ଣୟ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଘଟିବ ଅନ୍ତ। ମାସାଧିକ କାଳ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ(ଇଭିଏମ୍‌)ରେ ବନ୍ଦ ହୋଇ ରହିଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଫିଟିବ। ୨୦୧୯ ନିର୍ବାଚନ...

ସରକାର ଭାଙ୍ଗିବାକୁ ଚକ୍ରାନ୍ତ

ଜୟପୁର,୧୨ା୭(ପି.ଟି.): କରୋନା ମହାମାରୀ ଜନିତ ସଙ୍କଟ ସମୟରେ ରାଜସ୍ଥାନ ସରକାର ଭାଙ୍ଗିଦେବା ପାଇଁ ଭାଜପା ଷଡ଼ଯନ୍ତ୍ର ଚଳାଇଛି। ରାଜ୍ୟରେ କ୍ଷମତାସୀନ ସରକାରର ପତନ ପାଇଁ ଭାଜପା...

ପୂର୍ବତନ ଆଇଏଫ୍‌ଏସ୍‌ ଅଫିସରଙ୍କ ସ୍ତ୍ରୀଙ୍କୁ ହତ୍ୟା

ନୂଆଦିଲ୍ଲୀ,୨୨ା୬: ଦିଲ୍ଲୀର ସଫଦରଜଙ୍ଗ ଏନ୍‌କ୍ଲେଭସ୍ଥିତ ଘରେ ରହୁଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟର ଅବସରପ୍ରାପ୍ତ ଅଫିସରଙ୍କ ଘରେ ଶନିବାର ରାତିରେ କେତେକ ଦୁର୍ବୃତ୍ତ ପ୍ରବେଶ କରି ଛୁରିରେ ଆକ୍ରମଣ...

ପାକିସ୍ତାନ ବିଛାଇଛି କୁହୁକ ଜାଲ

ନୂଆଦିଲ୍ଲୀ,୨୦-୯(ଆଇଏଏନ୍‌ଏସ୍‌):ପାକିସ୍ତାନର ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ) ପକ୍ଷରୁ ଚାଲିଥିବା ଏକ ‘କଲ୍‌ ସେଣ୍ଟର’ର ପର୍ଦ୍ଦାଫାଶ କରିବାରେ ଭାରତୀୟ ଗୋଇନ୍ଦା ସଂସ୍ଥାଗୁଡ଼ିକୁ ବଡ଼ ସଫଳତା ମିଳିଛି। ଏହି କଲ୍‌...

୧୫୦ରୁ ଅଧିକ ପିଏଫ୍‌ଆଇ-ଏସଡିପିଆଇ ସଦସ୍ୟ ଅଟକ …

ନୂଆଦିଲ୍ଲୀ, ୨୭।୯ : ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି (ଏନଆଇଏ)ଙ୍କ ନିର୍ଦ୍ଦେଶରେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଅନ୍ତର୍ଗତ ପପୁଲାର...

କରୋନା ମୁକାବିଲା ପାଇଁ ଆବଶ୍ୟକ ୧୦ ଲକ୍ଷ ଭେଣ୍ଟିଲେଟର: ଭାରତରେ ରହିଛି ୫୦ ହଜାର

ନୂଆଦିଲ୍ଲୀ,୨୩।୪: ଭାରତରେ କରୋନା ସଂକ୍ରମଣ ନେଇ ସ୍ଥିତି ସଙ୍କଟଜନକ ହେବାରେ ଲାଗିଛି। ଗୁରୁତର କରୋନା ସଂକ୍ରମିତଙ୍କ ପାଇଁ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ। ଏପରିସ୍ଥଳେ ଭାରତରେ ସମ୍ପ୍ରତି...

Advertisement
Archives

Model This Week