Posted inଜାତୀୟ

ସିଡବ୍ଲୁସିରେ ଶଶି ଥରୁର-ସଚିନ ସାମିଲ…

ନୂଆଦିଲ୍ଲୀ,୨୦।୮ : କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କ ନେତୃତ୍ୱରେ କଂଗ୍ରେସ ଦଳର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ ସଂସ୍ଥା କଂଗ୍ରେସ ଓ୍ବାର୍କିଂ କମିଟି(ସିଡବ୍ଲୁସି)ରେ ଅଦଳବଦଳ କରାଯାଇଛି। ଏଥିରେ ସଚିନ ପାଇଲଟ ଏବଂ ଶଶି ଥରୁରଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।

ସଂଶୋଧିତ କଂଗ୍ରେସ କାର୍ଯ୍ୟକାରୀ କମିଟିରେ ବର୍ତ୍ତମାନ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ସଚିନ ପାଇଲଟ ଏବଂ ଶଶି ଥରୁରଙ୍କ ଭଳି ୩୯ ଜଣ ସଦସ୍ୟ ଅଛନ୍ତି। ସଚିନ ପାଇଲଟଙ୍କୁ ଏହି କମିଟିରେ ଅନ୍ତର୍ଭୁକ୍ତ କରିବାର ନିଷ୍ପତ୍ତି ରାଜସ୍ଥାନ ବିଧାନସଭା ନିର୍ବାଚନ ପୂର୍ବରୁ ତାଙ୍କ ସହ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ମଧ୍ୟରେ ଥିବା ତିକ୍ତତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?