Posted inଜାତୀୟ

ଆଉ ନିର୍ବାଚନ ଲଢିବେନି ଶଶି ଥରୁର! ରାହୁଲଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୭।୬: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମର ଲୋକ ସଭା ଆସନରୁ କ୍ରମାଗତ ଚତୁର୍ଥ ବିଜୟ ହାସଲ କରିଛନ୍ତି। ଲୋକ ସଭା ନିର୍ବାଚନରେ ବିଜୟ ପରେ ଥରୁରଙ୍କ ବଡ ବୟାନ ସାମ୍ନାକୁ ଆସିଛି। ଖବର ସରବରାହ ସଂସ୍ଥା ପିଟିଆଇକୁ ସେ କହିଛନ୍ତି, ଯଦି ଆଗାମୀ ଲୋକ ସଭା ନିର୍ବାଚନ ପାଞ୍ଚବର୍ଷ ପରେ ଅନୁଷ୍ଠିତ ହୁଏ, ତେବେ ଆଉ ଏକ ଲୋକ ସଭା ନିର୍ବାଚନ ଲଢିବା ପାଇଁ ଇଚ୍ଛୁକ ନୁହେଁ। କାରଣ ଏବେ ଯୁବପିଢିି ଆଗକୁ ଆସିବା ଆବଶ୍ୟକ। ଆଉ ଏଥିପାଇଁ ଆମକୁ ପଛକୁ ଯିବା ଜରୁରୀ।

ଏଥିସହ ତାଙ୍କୁ ଯେତେବେଳେ ପଚରାଯାଇଥିଲା ଏହା ତାଙ୍କ ରାଜନୀତିର ଶେଷ ନିର୍ବାଚନ କି? ଉତ୍ତରରେ ଥରୁର କହିଛନ୍ତ, ନିର୍ବାଚନ ରାଜନୀତିରେ ନୁହେଁ, କିନ୍ତୁ ନିଶ୍ଚିତ ଭାବରେ ଲୋକ ସଭାରେ ଏପରି ହୋଇପାରେ। ମୋତେ ଲାଗୁଛି ଯେ ମୁଁ ମୋର କାର୍ଯ୍ୟ କରିସାରିଛି। ଏବେ ଯୁବପିଢିି ଆଗକୁ ଆସିବା ଆବଶ୍ୟକ। ଆଉ ଏଥିପାଇଁ ଆମକୁ ପଛକୁ ଯିବା ଜରୁରୀ।

ଏଥିସହ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀଙ୍କୁ “ମ୍ୟାନ ଅଫ ଦି ମ୍ୟାଚ” ବୋଲି ଶଶି ଥରୁର କହିଛନ୍ତି । ସେ କହିଛନ୍ତି, ରାହୁଲ ଏବେ ଗୃହରେ ବିରୋଧୀ ଦଳର ନେତା ଭାବେ ଦାୟିତ୍ୱ ନିଅନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri