Posted inଜାତୀୟ

ମଣିପୁରରେ ରାଷ୍ଟ୍ରପତି ଶାସନ ଲଗାଇବାକୁ ଶଶୀ ଥରୁର୍‌ଙ୍କ ଦାବି

ଇମ୍ଫାଲ, ୭।୫: ମଣିପୁରରେ ହିଂସା ଜାରି ରହିଥିବାବେଳେ କଂଗ୍ରେସ ନେତା ଶଶୀ ଥରୁର୍‌ ରାଜ୍ୟରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଦାବି କରିଛନ୍ତି। ଥରୁର୍‌ କହିଛନ୍ତି, ମଣିପୁର ମତଦାତା ଭାଜପାକୁ ଭୋଟ ଦେଇ କ୍ଷମତାକୁ ଫେରାଇ ଆଣିବାର ବର୍ଷେ ନ ପୁରୁଣୁ ସେମାନେ ବିଶ୍ୱାସଘାତକତାର ଶିକାର ହୋଇଛନ୍ତି।
ଥରୁର୍‌ ଟୁଇଟ୍‌ କରି କହିଛନ୍ତି, ବର୍ତ୍ତମାନ ରାଷ୍ଟ୍ରପତି ଶାସନ ଜାରି ହେବା ଉଚିତ୍‌। କାରଣ ରାଜ୍ୟ ସରକାର ଯେଉଁ କାର୍ଯ୍ୟ ପାଇଁ ନିର୍ବାଚିତ ହୋଇଥିଲେ, ସେଥି ପାଇଁ ସେ ଯୋଗ୍ୟ ନୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri