Posted inଜାତୀୟ

ପରଭେଜଙ୍କ ଦେହାନ୍ତ ପରେ ଥରୁର ଜଣାଇଲେ ସମବେଦନା, ଭାଜପା କଲା କଟାକ୍ଷ

ନୂଆଦିଲ୍ଲୀ,୫।୨: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫଙ୍କ ଦୁବାଇରେ ପରଲୋକ ଘଟିଛି। ଭାରତ ସହ ତାଙ୍କର ସମ୍ପର୍କ ବେଶ ଜଟିଳ ରହିଥିଲା। ଏଭଳିସ୍ଥିତିରେ କଂଗ୍ରେସ ନେତା ଶଶି ଥରୁର ତାଙ୍କ ଦେହାନ୍ତ ସମ୍ପର୍କରେ ଟୁଇଟ କରି ବିବାଦକୁ ଆସିଛନ୍ତି।

ଥରୁର ଟୁଇଟ୍‌ କରି ସମବେଦନା ଜଣାଇବା ପରେ ଭାଜପା ପକ୍ଷରୁ ତାଙ୍କୁ କଟାକ୍ଷ କରାଯାଉଛି। ଭାଜପା ମୁଖପାତ୍ର ଶେହଜାଦ ପୁନାଓ୍ବାଲା କଂଗ୍ରେସକୁ ଟାର୍ଗେଟ କରିବା ସହ ପୁଣିଥରେ ପାକିସ୍ତାନ ସପକ୍ଷରେ ବୟାନବାଜି ସାମ୍ନାକୁ ଆସିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଦାମ୍ବରମ୍‌ ସ୍ତ୍ରୀଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୪।୨ (ପି.ଟି.): ସାରଦା ଚିଟ୍‌ଫଣ୍ଡ ଏବଂ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଂଗ୍ରେସ ନେତା ପି. ଚିଦାମ୍ବରମ୍‌ଙ୍କ ସ୍ତ୍ରୀ ନଳିନୀ ଚିଦାମ୍ବରମ, ପୂର୍ବତନ ସିପିଏମ୍‌...

ପୃଥିବୀର ଖାଦ୍ୟ ସୁରକ୍ଷା ନେଇ ଚିନ୍ତା ବ୍ୟକ୍ତ କଲା ଭାରତ…

ନୂଆଦିଲ୍ଲୀ/ନ୍ୟୁୟର୍କ, ୧୯।୫ : ଭାରତ ପୃଥିବୀର ଖାଦ୍ୟ ସୁରକ୍ଷା ନେଇ ଚିନ୍ତା ବ୍ୟକ୍ତ କରିଛି। କେନ୍ଦ୍ରୀୟ ବହିର୍ବ୍ୟାପାର ରାଷ୍ଟ୍ର ମନ୍ତ୍ରୀ ଭି ମୁରଲୀଧରନ ବୁଧବାର ନ୍ୟୁୟର୍କରେ...

ଘରେ ମଶା ନହେବା ପାଇଁ ଆପଣାନ୍ତୁ ଏହି ଉପାୟ…

ଘର ପାଖରେ ସନ୍ତସନ୍ତିଆ ହେଲେ ମଶା ହୋଇଥାନ୍ତି। ତେବେ ମଶା ସମସ୍ୟାରୁ ଦୂରେଇ ରହିବା ପାଇଁ ଘର ପାଖରେ ଗେଣ୍ଡୁ ଫୁଲ ଲଗାଇଲେ ଭଲ। ଏହାର...

ମାନ୍ଦାବସ୍ଥାକୁ ନେଇ ଭାଜପା ଉପରେ ବର୍ଷିଲେ ସୋନିଆ:ଜନାଦେଶର ଦୁରୁପଯୋଗ ବିପଜ୍ଜନକ

ନୂଆଦିଲ୍ଲୀ,୧୩-୯(ପି.ଟି.):ଦେଶରେ ଗୁରୁତର ଆର୍ଥିକ ମାନ୍ଦାବସ୍ଥାକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜନାଦେଶକୁ ଭାଜପା ସରକାର ବିପଜ୍ଜନକ ଭାବେ ଦୁରୁପଯୋଗ କରୁଥିବା...

ରାଜନୈତିକ ସଂସ୍କାର ବିଲ୍‌କୁ ସଂସଦର ମଞ୍ଜୁରୀ

ନୂଆଦିଲ୍ଲୀ,୨୨।୧୨: ରାଜନୈତିକ ସଂସ୍କାର ବିଲ୍‌କୁ ମଙ୍ଗଳବାର ସଂସଦର ମଞ୍ଜୁରୀ ମିଳିଛି। ଭୋଟର ତାଲିକା ତଥ୍ୟ ସହ ଆଧାର ଇକୋସିଷ୍ଟମ୍‌କୁ ଯୋଡ଼ିବା ସମ୍ପର୍କିତ ଏହି ବିଧେୟକ ସୋମବାର...

ସ୍କୁଲରେ ଆତଙ୍କବାଦୀ ଆକ୍ରମଣ, ୨ ଶିକ୍ଷକଙ୍କୁ ଗୁଳି କରି ହତ୍ୟା..

ଶ୍ରୀନଗର,୭।୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରର ଇଦ୍‌ଗାହ ଅଞ୍ଚଳରେ ଥିବା ଏକ ସ୍କୁଲରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀମାନେ ଗୁଳି କରି ୨ ଶିକ୍ଷକଙ୍କୁ ହତ୍ୟା କରିଛନ୍ତି। ମୃତକଙ୍କ...

‘ମୁଁ ସିନ୍ଧେଙ୍କୁ ଶିବସୈନିକ ଭାବୁନାହିଁ’

ମୁମ୍ବାଇ,୧।୭: ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେଙ୍କୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଘୋଷଣା କରାଯାଇଛି। ଏହାର ଗୋଟିଏ ଦିନ ପରେ ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ...

ଏହି ମନ୍ଦିରରେ ଭକ୍ତଙ୍କୁ ପ୍ରସାଦରେ ମିଳେ ସୁନା

ଭାରତରେ ଏଭଳି ବହୁ ମନ୍ଦିର ରହିଛି, ଯାହା ନିଜ ସ୍ବତନ୍ତ୍ରତା ପାଇଁ ପରିଚିତ। ଏଭଳି ଏକ ନିଆରା ମନ୍ଦିର ଦେଖିବାକୁ ମିଳିଛି ମଧ୍ୟପ୍ରଦେଶ ରତଲାମ ସହରର...

Advertisement
Archives

Model This Week