ଅପରେଶନ ସିନ୍ଦୂରରେ କେନ୍ଦ୍ରାପଡ଼ା ମାଟିର ପୁଅ ଶଶିକାନ୍ତ, ବୀର ଯବାନଙ୍କୁ ଅଞ୍ଚଳବାସୀଙ୍କ ସାଲ୍ୟୁଟ୍‌

ରାଜନଗର,୭ା୫(ଭାସ୍କର ରାଉତରାୟ): ପାକିସ୍ତାନ ଉପରେ ବଦଲା ନେଇଛି ଭାରତ। ମଙ୍ଗଳବାର ରାତିରେ ପାକିସ୍ତାନର ୯ଟି ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ କରିଛି ଭାରତ। ଆଉ ଏହି କାର୍ଯ୍ୟରେ ସାମିଲ ଅଛନ୍ତି ଓଡ଼ିଶା ମାଟିର ପୁଅ ତଥା କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଡାଙ୍ଗମାଳ ଗାଁର ଶଶିକାନ୍ତ ବେଦୀ। ପହଲଗାମ ଆକ୍ରମଣ ସମୟରେ ମଧ୍ୟ ଲୋକଙ୍କୁ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ। ଦୁଇବର୍ଷ ହେବ ସେ ବିଏସ୍‌ଏଫ୍‌ରେ ଜମ୍ମୁ-କଶ୍ମୀରରେ କାର୍ଯ୍ୟରତ ଅଛନ୍ତି।

ଏହି ଖବର ତାଙ୍କ ଗାଁରେ ପହଞ୍ଚିବା ପରେ ସାରା ରାଜନଗର ଅଞ୍ଚକରେ ବୀର ଯବାନଙ୍କୁ ସାଲ୍ୟୁଟ୍‌ ଜଣାଇଛନ୍ତି। ଅପରପକ୍ଷରେ ଡାଙ୍ଗମାଳ ପୂର୍ବତନ ସରପଞ୍ଚ ରମେଶ ବେହେରା ଗାଁ ସାରା ଭାରତମାତା ଜୟଗାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri