ଅପରେଶନ ସିନ୍ଦୂରରେ କେନ୍ଦ୍ରାପଡ଼ା ମାଟିର ପୁଅ ଶଶିକାନ୍ତ, ବୀର ଯବାନଙ୍କୁ ଅଞ୍ଚଳବାସୀଙ୍କ ସାଲ୍ୟୁଟ୍‌

ରାଜନଗର,୭ା୫(ଭାସ୍କର ରାଉତରାୟ): ପାକିସ୍ତାନ ଉପରେ ବଦଲା ନେଇଛି ଭାରତ। ମଙ୍ଗଳବାର ରାତିରେ ପାକିସ୍ତାନର ୯ଟି ଆତଙ୍କୀ ଆଡ୍ଡା ଉପରେ ଆକ୍ରମଣ କରିଛି ଭାରତ। ଆଉ ଏହି କାର୍ଯ୍ୟରେ ସାମିଲ ଅଛନ୍ତି ଓଡ଼ିଶା ମାଟିର ପୁଅ ତଥା କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଡାଙ୍ଗମାଳ ଗାଁର ଶଶିକାନ୍ତ ବେଦୀ। ପହଲଗାମ ଆକ୍ରମଣ ସମୟରେ ମଧ୍ୟ ଲୋକଙ୍କୁ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ। ଦୁଇବର୍ଷ ହେବ ସେ ବିଏସ୍‌ଏଫ୍‌ରେ ଜମ୍ମୁ-କଶ୍ମୀରରେ କାର୍ଯ୍ୟରତ ଅଛନ୍ତି।

ଏହି ଖବର ତାଙ୍କ ଗାଁରେ ପହଞ୍ଚିବା ପରେ ସାରା ରାଜନଗର ଅଞ୍ଚକରେ ବୀର ଯବାନଙ୍କୁ ସାଲ୍ୟୁଟ୍‌ ଜଣାଇଛନ୍ତି। ଅପରପକ୍ଷରେ ଡାଙ୍ଗମାଳ ପୂର୍ବତନ ସରପଞ୍ଚ ରମେଶ ବେହେରା ଗାଁ ସାରା ଭାରତମାତା ଜୟଗାନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?