Posted inଜାତୀୟ

ଶତ୍ରୁଘ୍ନ ସିହ୍ନା, ବାବୁଲ ସୁପ୍ରିୟୋ ଟିଏମ୍‌ସି ପ୍ରାର୍ଥୀ

କୋଲକାତା,୧୪।୩(ଆଇଏଏନ୍‌ଏସ୍‌): ପଶ୍ଚିମବଙ୍ଗରେ ଏପ୍ରିଲ ୧୨ରେ ହେବାକୁ ଥିବା ଉପନିର୍ବାଚନ ଲାଗି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଇ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶତ୍ରୁଘ୍ନ ସିହ୍ନା ଏବଂ ବାବୁଲ ସୁପ୍ରିୟୋଙ୍କୁ ପ୍ରାର୍ଥୀ ଘୋଷଣା କରିଛନ୍ତି। ଆସାନସୋଲ ଲୋକ ସଭା ଆସନ ଲାଗି ଶତ୍ରୁଘ୍ନ ଟିଏମ୍‌ସି ପ୍ରାର୍ଥୀ ହୋଇଥିବାବେଳେ ସୁପ୍ରିୟୋ ବଲ୍ଲିଗୁଙ୍ଗେ ବିଧାନସଭା ଆସନ ଲାଗି ଲଢ଼ିବେ। ଦୁଇଥର ଭାଜପାରୁ ଏମ୍‌ପି ହୋଇଥିବା ସୁପ୍ରିୟୋ ଦଳ ଛାଡ଼ି ଟିଏମ୍‌ସିରେ ଯୋଗଦେବା ପରେ ଆସାନସୋଲ ଆସନ ଖାଲିପଡ଼ିଥିଲା। ସେହିପରି ମନ୍ତ୍ରୀ ସୁବ୍ରତ ମୁଖାର୍ଜଙ୍କ ମୃତ୍ୟୁ ଯୋଗୁ ବଲ୍ଲିଗୁଙ୍ଗେ ବିଧାନସଭା ଆସନ ଖାଲି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁପିର ସମସ୍ତ ମଦ୍ରାସାରେ କ୍ଲାସ ଆରମ୍ଭ ପୂର୍ବରୁ ଜାତୀୟ ସଙ୍ଗୀତ ଗାନ ବାଧ୍ୟତାମୂଳକ

ଲକ୍ଷ୍ନୌ,୨୫ ।୩: ଉତ୍ତର ପ୍ରଦେଶର ସମସ୍ତ ଅନୁଦାନ ପ୍ରାପ୍ତ ଓ ଅଣ ଅନୁଦାନ ପ୍ରାପ୍ତ ମଦ୍ରାସାରେ ପ୍ରାର୍ଥନା ସହ କ୍ଲାସ ଆରମ୍ଭ ପୂର୍ବରୁ ଜାତୀୟ ସଙ୍ଗିତ...

ମହିଳାଙ୍କୁ ଗଣବଳାତ୍କାର କଲେ ସ୍ବାମୀଙ୍କ ସମ୍ପର୍କୀୟ, ବନ୍ଧୁ

ପୁଣେ,୨୧।୯: ଜଣେ ୧୯ ବର୍ଷୀୟା ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସମ୍ପର୍କୀୟ ଓ ସାଙ୍ଗ ମିଶି ଗଣବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ଏଭଳି ଏକ ଲଜ୍ଜାଜନକ...

ରାମବିଳାଶ ପାଶ୍ୱାନ୍‌ ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୭।୧୦: କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗ ମନ୍ତ୍ରୀ ରାମବିଳାଶ ପାଶ୍ୱାନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି। ନିଃଶ୍ୱାସ ନେବାରେ କଷ୍ଟ...

ଦୁର୍ନୀତି ପର୍ଦ୍ଦାଫାସରୁ ଖବରଦାତାଙ୍କୁ ହତ୍ୟା

ହାଇଦ୍ରାବାଦ,୯ା୮: ନିଲମ୍ବିତ କନଷ୍ଟେବଳ ସ୍କ୍ରୁଡ୍ରାଇଭର ଭୁସି ଜଣେ ଖବରଦାତାଙ୍କୁ ହତ୍ୟା କରିଛନ୍ତି। ଆନ୍ଧ୍ରପ୍ରଦେଶର କୁର୍ନୋଲ ଜିଲାରେ ରବିବାର ରାତିରେ ଏହି ଘଟଣା ଘଟିଛି। ମୃତକ କେଶବ...

ବର୍ଦ୍ଧିତ ପିଆଜ ଦରକୁ ନେଇ ବୈଠକ ଡକାଇଲେ କ୍ୟାବିନେଟ ସଚିବ

ନୂଆଦିଲ୍ଲୀ,୧୧।୧୨: ଲଗାତାର ଭାବେ ପିଆଜ ଦର ହ୍ରାସ ହେଉ ନ ଥିବା ବେଳେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ବିଭିନ୍ନ ସହରରେ ପିଆଜ...

ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ: ଦ୍ୱିତୀୟ ନମ୍ବରରେ ଢାକା

ନୂଆଦିଲ୍ଲୀ,୨୨।୩: ଭାରତର ରାଜଧାନୀ ଦିଲ୍ଲୀ ନାମରେ ଆଉ ଏକ ଅବାଞ୍ଛିତ ରେକର୍ଡ ପଞ୍ଜିକୃତ ହୋଇଛି। ଲଗାତର ଦ୍ୱିତୀୟ ବର୍ଷ ଦିଲ୍ଲୀ ବିଶ୍ୱର ସର୍ବାଧିକ ପ୍ରଦୂଷିତ ରାଜଧାନୀ...

ଅନୁପ୍ରବେଶ ପାଇଁ ନିୟନ୍ତ୍ରଣ ରେଖାରେ ଡେରା ପକାଇଛନ୍ତି ୫ ଶହ ଆତଙ୍କବାଦୀ: ଯୋଗାଯୋଗ ଲାଗି ବ୍ୟବହାର କରୁଛନ୍ତି ନୂଆ କୋଡ୍‌

ଶ୍ରୀନଗର,୧୫।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ୫ଶହରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଡେରା ପକାଇଛନ୍ତି। ନିଜ ନିଜ ମଧ୍ୟରେ ଯୋଗାଯୋଗ କରିବା ଳାଗି ସେମାନେ ନୂଆ...

ବନ୍ୟା ସ୍ଥିତି ଅସମ୍ଭାଳ: ଖାଦ୍ୟାଭାବ ନେଲାଣି ୧୧ ଗଣ୍ଡାଙ୍କ ଜୀବନ

ଗୁଆହାଟି,୨୨ା୭ : ଉତ୍ତରଭାରତରେ ବର୍ତ୍ତମାନ ଲଗାଣ ବର୍ଷା ହେଉଥିବାରୁ ଆସାମରେ ବନ୍ୟା ସୃଷ୍ଟି ହୋଇଛି। ଏହି ବନ୍ୟାରେ ଲୋକଙ୍କ ପ୍ରାଣ ହାନି ହେବା ସହ ପଶୁପକ୍ଷୀମାନେ...

Advertisement
Archives

Model This Week