ସ୍ବାମୀଙ୍କ ଅନ୍ତରଙ୍ଗ ସିନ୍‌କୁ ପସନ୍ଦ କରନ୍ତିନି ଉପାସନା

ସାଉଥ୍‌ ସିନେମାର ସବୁଠାରୁ ଦାମୀ ତାରକା ତାଲିକାରେ ରାମଚରଣଙ୍କ ନାମ ସାମିଲ ଅଛି। ସେ ଚମତ୍କାର ଅଭିନେତା ହେବା ସହ ଜଣେ ଫ୍ୟାମିଲି ମ୍ୟାନ୍‌ ମଧ୍ୟ ଅଟନ୍ତି। ସ୍ତ୍ରୀ ଉପାସନାଙ୍କ ସହ ତାଙ୍କ ସମ୍ପର୍କ ବେଶ୍‌ ଦୃଢ। କିନ୍ତୁ ରାମଚରଣଙ୍କ ଗୋଟିଏ ଗୁଣକୁ ଆଦୌ ପସନ୍ଦ କରନ୍ତି ନାହିଁ ଉପାସନା। ରାମଚରଣ ଯେତେବେଳେ ପରଦାରେ ଅନ୍ୟ ହିରୋଇନ୍‌ଙ୍କ ସହ ଅନ୍ତରଙ୍ଗ ସିନ୍‌ କରନ୍ତି, ଏହାକୁ ଉପାସନା ପସନ୍ଦ କରନ୍ତି ନାହିଁ। ଏକ ସାକ୍ଷାତକାରରେ ସେ ନିଜେ ଏହା ପ୍ରକାଶ କରିଛନ୍ତି।
ଉପସାନା କହିଛନ୍ତି,ମୋର ଶୁଟିଂ ସହିତ ମୋର କୌଣସି ସମ୍ପର୍କ ନାହିଁ, କାରଣ ମୁଁ ଅନ୍ୟ ଏକ ବୃତ୍ତିରେ ଅଛି। କିନ୍ତୁ ପ୍ରଥମେ ମୁଁ ରାମଙ୍କୁ ଅନ୍ୟ କାହା ସହିତ ଦେଖିଲେ, ମୁଁ ବହୁତ ରାଗି ଯାଉଥିଲି।ଏବେ ତାହା ଘଟୁନାହିଁ।
ଏ ବାବଦରେ ଉପସାନା ରାମଙ୍କୁ ଫିଲ୍ମରେ ଏଭଳି ଦୃଶ୍ୟ କରିବା ଆବଶ୍ୟକ କି ବୋଲି ପଚାରିଥିଲେ। ଯଦି ଏହା ନ କରନ୍ତି ତେବେ କ’ଣ ହେବ? ସ୍ତ୍ରୀଙ୍କ ଏହି ପ୍ରଶ୍ନ ଉପରେ ରାମ ଚରଣ ତାଙ୍କୁ ବୁଝାଇ କହିଥିଲେ, ଦୟାକରି ଏହାକୁ ବୁଝନ୍ତୁ, ଏହା ମୋର କାମ। ଏହା ପରେ ଉପସାନା ରାମଙ୍କୁ କୌଣସି ପ୍ରଶ୍ନ ପଚାରି ନଥିଲେ।
ରାମଚରଣ ଏବଂ ଉପାସାନା ୨୦୧୨ରେ ବିବାହ କରିଥିଲେ। ବିବାହର ୧୧ବର୍ଷ ପରେ ଏହି ତାରକା ଦମ୍ପତି ଏକ ଝିଅର ମାତାପିତା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri