୧୦୫ ବର୍ଷରେ କରୋନାକୁ ଜିତିଲେ

କୋଲ୍ଲାମ୍‌: ସମଗ୍ର ଦେଶରେ କରୋନା ସଂକ୍ରମିତ ଏବଂ ଏହା ଜନିତ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଏଭଳି ସମୟରେ କେରଳର ଜଣେ ୧୦୫ ବର୍ଷୀୟା ମହିଳା କରୋନାକୁ ମାତ୍‌ଦେଇ ସୁସ୍ଥହୋଇ ଫେରିଥିବା ସୂଚନା ମିଳିଛି। ସେ ହେଲେ କୋଲ୍ଲାମ୍‌ ଜିଲାର ଥାଜାମେଲ୍‌ ଗ୍ରାମର ଆସ୍‌ମା ବିବି। ପାରିପାଲ୍ଲୀ ମେଡିକାଲ କଲେଜ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ସଂକ୍ରମଣର ମାତ୍ର ୯ଦିନ ପରେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡ଼ିଛି। ଆସ୍‌ମାଙ୍କ ନାତି ଜଣେ ମାଛ ବ୍ୟବସାୟୀ ହୋଇଥିବାବେଳେ ସେ ପ୍ରଥମେ କରୋନା ସଂକ୍ରମିତ ହୋଇଥିଲେ। ତାଙ୍କ ଦ୍ୱାରା ପରିବାରର ୫ମାସର ଶିଶୁ ଏବଂ ଆସ୍‌ମାଙ୍କ ସମେତ ୮ଜଣ ସଦସ୍ୟ ସଂକ୍ରମିତ ହୋଇଥିଲେ। ବାର୍ଦ୍ଧକ୍ୟଜନିତ ଦୃଷ୍ଟିଶକ୍ତି ଅଭାବ ଏବଂ ଆଣ୍ଠୁ ବ୍ୟଥା ବ୍ୟତୀତ ଆସ୍‌ମାଙ୍କ ଅନ୍ୟ କୌଣସି ସମସ୍ୟା ନ ଥିଲା। ଏହି ଶତାୟୁ ବୃଦ୍ଧା ଅତି ସହଜରେ କରୋନାକୁ ପରାଜିତ କରିବାରେ ସଫଳ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ନୂଆ ମୁଖ୍ୟ ନିଷ୍ପତ୍ତି ଆଜି

ନୂଆଦିଲ୍ଲୀ, ୧୦ା୮: କଂଗ୍ରେସର ନୂଆ ଅଧ୍ୟକ୍ଷ ନିଯୁକ୍ତି ସମ୍ପର୍କରେ ଶନିବାର ବସିବାକୁ ଥିବା କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ନିଷ୍ପତ୍ତି ନିଆଯିବ। ଗତ ସାଧାରଣ...

ଆଖି ବନ୍ଧାହୋଇ ଜଣଙ୍କ ପରେ ଜଣେ କରୁଥିଲେ ଏମିତି, ଶେଷକୁ ରହିଲାନି କିଛି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ଦୀର୍ଘତମ ହାଇଓ୍ବେ ଟନେଲ ଲୋକାର୍ପିତ: ସେନାର ବୃଦ୍ଧି ପାଇବ ଶକ୍ତି, ଚାଇନାକୁ ଘାରିଲା ଚିନ୍ତା

ରୋହତଙ୍ଗ, ୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିମାଚଳପ୍ରଦେଶର ରୋହତଙ୍ଗଠାରେ ଥିବା ପୃଥିବୀର ଦୀର୍ଘତମ ହାଇଓ୍ବେ ଟନେଲ ଅଟଳ ଟନେଲର ଲୋକାର୍ପଣ ଶନିବାର କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ...

୫୯ ଆସନରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ: ଗାନ୍ଧୀ, ଗଡ୍‌ସେରେ ପ୍ରଚାର ଶେଷ

ନୂଆଦିଲ୍ଲୀ,୧୮ା୫(ପି.ଟି.): ସପ୍ତମ ତଥା ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନକୁ ଆଉ ମାତ୍ର ଦୁଇଦିନ ବାକି । ପଶ୍ଚିମବଙ୍ଗରେ ହିଂସା ଯୋଗୁ ୯ ଆସନରେ ଗୁରୁବାର...

ମୋତେ ଶୀଘ୍ର ବାହା କର, ଏମିତି ଜିଦ୍‌ ଧରିଲେ ଯୁବତୀ; ଆଉ ତା’ ପରେ…

ଭୋପାଳ,୧୯।୫: ସମଗ୍ର ଦେଶରେ କରୋନା ମହାମାରୀ ଚାଲିଥିବାରୁ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକଙ୍କୁ କିଛି ଜରୁରୀ କାମରେ ଅସୁବିଧାର ସାମ୍ନା କରିବାକୁ...

ସ୍ୟାଣ୍ଡଓ୍ବିଚ୍‌ ଚୋରି କରି ୯ କୋଟି ଟଙ୍କା ରୋଜଗାର କରୁଥିବା ଯୁବକଙ୍କ ଚାକିରି ଗଲା

ସ୍ୟାଣ୍ଡ୍‌ଓ୍ବିଚ୍‌ ଚୋରି କରି ଚାକିରି ହରାଇଛନ୍ତି ଜଣେ ଯୁବକ। ୩୧ ବର୍ଷୀୟ ପାରସ୍‌ ଶାହ ନାମକ ଏହି ଯୁବକ ଜଣେ ମିଲେନିୟର ଟ୍ରେଡର୍‌। ଆଫ୍ରିକା ଏବଂ...

ଦ୍ୱିତୀୟ ୟେଦୁରପ୍ପା ହେବେ କି ଫଡନବିସ!

ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ମହାଭାରତର ଅନ୍ତ କେବେ ହେବ ତାହା କହିବା ମୁସ୍କିଲ। ହେଲେ ରାତାରାତି ଏନ୍‌ସିପି ସହ ମେଣ୍ଟ କରି ସରକାର ଗଠନ କରିଥିବା ଭାରତୀୟ...

ଗୋଆର ପ୍ରଥମ ମହିଳା ରାଜ୍ୟପାଳଙ୍କ ପରଲୋକ

ପାନାଜୀ,୧୮।୧୧-ଗୋଆର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ଭାଜପା ନେତା ମୃଦୁଳା ସିହ୍ନାଙ୍କ ବୁଧବାର ପରଲୋକ ହୋଇଯାଇଛି। ୭୭ ବର୍ଷ ବୟରେ ସେ ଶେଷ ନିଶ୍ୱାସ ତ୍ୟାଗ...

Advertisement
Archives

Model This Week