Posted inଜାତୀୟ

ଦିଲ୍ଲୀ ଭୋଟ୍‌ ପୂର୍ବରୁ ମୋଦିଙ୍କୁ ଏହି କଥା କହି ପ୍ରଶଂସା କଲେ ଶୀଲା ଦୀକ୍ଷିତଙ୍କ ପୁଅ

ନୂଆଦିଲ୍ଲୀ,୨୪ା୫: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଲୋକ ସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ଦିଲ୍ଲୀର ସମସ୍ତ ୭ଟି ଲୋକ ସଭା ଆସନରେ ମଧ୍ୟ ମତଦାନ ହେବ। ଏଥି ସହିତ, ଭୋଟ୍‌ ଦେବାର ଠିକ୍‌ ପୂର୍ବରୁ ଭେଟେରାନ କଂଗ୍ରେସ ନେତା ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ପୁଅ ସନ୍ଦୀପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି।

ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ଶୀଲା ଦୀକ୍ଷିତଙ୍କୁ ମନେ ପକାଇ ତାଙ୍କୁ ପ୍ରଶଂସା କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ସେ ବ୍ୟକ୍ତିଗତ ଭାବେ ଶୀଲା ଦୀକ୍ଷିତଙ୍କୁ ବହୁତ ସମ୍ମାନ କରନ୍ତି। ସେ ଜଣେ କଂଗ୍ରେସ ନେତ୍ରୀ ଥିଲେ, କିନ୍ତୁ ତାଙ୍କ ବିରୋଧରେ ଆସିଥିବା ଅଭିଯୋଗ ତାଙ୍କୁ ଜୀବନର ଶେଷ ଦିନରେ ବଦନାମ କରିଥିଲା। ମୁଁ ତାଙ୍କୁ ଅତି ନିକଟରୁ ଦେଖିଛି। ଯାହାକି ମୋ ଗଳାରୁ ବାହାରୁନାହିଁ।

ଶୀଲାଙ୍କ ପୁଅ ସନ୍ଦୀପ ମୋଦିଙ୍କ ସାକ୍ଷାତକାରର ଏକ କ୍ଲିପ୍‌ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରି ସେ ଲେଖିଛନ୍ତି, ‘ଆମର ରାଜନୈତିକ ମତଭେଦ ଅଛି, କିନ୍ତୁ ଏହା ଖୁସିର ବିଷୟ ଯେ, ପ୍ରଧାନମନ୍ତ୍ରୀ ଶୀଲା ଜୀ ଏବଂ ତାଙ୍କ ଅବଦାନକୁ ମନେ ପକାଇଲେ। ମୋ ମା’ ଏବଂ ପ୍ରଧାନମନ୍ତ୍ରୀ ୧୨ ବର୍ଷ ଧରି ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ବିଭିନ୍ନ ମଞ୍ଚରେ ଉଭୟଙ୍କ ମଧ୍ୟରେ ବାରମ୍ବାର ବାର୍ତ୍ତାଳାପ ବି ହେଉଥିଲା। ସାଧାରଣ ଜୀବନରେ ଏହିପରି ଶୈଳୀ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri