Posted inଖେଳ

୨ ସ୍ବର୍ଣ୍ଣ ଜିତିବାରେ ଶୀତଲ ପ୍ରଥମ ଭାରତୀୟ ମହିଳା

ହାଙ୍ଗ୍‌ଝୋ ୨୮ା୧୦: ଏସିଆନ ପାରା ଗେମ୍ସର ଗୋଟିଏ ସଂସ୍କରଣରେ ଦୁଇ ସ୍ବର୍ଣ୍ଣ ଜିତିବାରେ ସ୍ବଳ୍ପ ବୟସ୍କା ତୀରନ୍ଦାଜ ଶିତଲ ଦେବୀ ହେଉଛନ୍ତି ପ୍ରଥମ ଭାରତୀୟ। ଶୁକ୍ରବାର ସେ ମହିଳା ବ୍ୟକ୍ତିଗତ କମ୍ପାଉଣ୍ଡରେରେ ସ୍ପର୍ଣ୍ଣ ଜିତିଥିବା ବେଳେ ଗୁରୁବାର ସେ କମ୍ପାଉଣ୍ଡ ମିକ୍ସଡ ଟିମ୍‌ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ପାଇଥିଲେ। ଚାମ୍ପିୟନଶିପ୍‌ ଶେଷ ହେବାକୁ ଆଉ ଗୋଟିଏ ଦିନ ବାକି ରହିଥିବା ବେଳେ ଭାରତର ମୋଟ ପଦକ ସଂଖ୍ୟା ରେକର୍ଡ ୯୯ରେ ପହଞ୍ଚିଛି। କେବଳ ଶୁକ୍ରବାର ଭାରତ ୧୭ ପଦକ ଜିତିଛି। ତନ୍ମଧ୍ୟରେ ୭ ସ୍ବର୍ଣ୍ଣ ରହିଛି। ସବୁଠାରୁ ଅଧିକ ୮ ପଦକ ବ୍ୟାଡ୍‌ମିଣ୍ଟନରୁ ଆସିଛି। ଭାରତ ୨୫ ସ୍ବର୍ଣ୍ଣ, ୨୯ ରୌପ୍ୟ ଓ ୪୫ ବ୍ରୋଞ୍ଜ ପଦକ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri