Posted inଖେଳ

କେନ୍ଦ୍ରୀୟ ଚୁକ୍ତିର ଗ୍ରେଡ୍‌ ‘ବି’କୁ ଶେଫାଳି ଉନ୍ନୀତ

ନୂଆଦିଲ୍ଲୀ, ୨୦।୫(ପି.ଟି.)-  ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କେନ୍ଦ୍ରୀୟ ଚୁକ୍ତିର ଗ୍ରେଡ୍‌ ‘ବି’କୁ ଉନ୍ନୀତ ହୋଇଛନ୍ତି ଟିନ୍‌ ବ୍ୟାଟିଂ ସେନ୍‌ସେଶନ ଶେଫାଳି ବର୍ମା। ବିସିସିଆଇ ଏଥର ଚୁକ୍ତିବଦ୍ଧ ଖେଳାଳିଙ୍କ ସଂଖ୍ୟା ୨୨ରୁ ୧୯କୁ ହ୍ରାସ କରିଛି। ଗ୍ରେଡ୍‌ ‘ଏ’ ପାଇଁ ୫୦ ଲକ୍ଷ, ‘ବି’ ପାଇଁ ୩୦ ଲକ୍ଷ ଏବଂ ‘ସି’ ପାଇଁ ୧୦ ଲକ୍ଷ ଟଙ୍କା ବାର୍ଷିକ ପ୍ରଦାନ କରାଯାଇଥାଏ। ଦୁଇ ନାମୀ ଖେଳାଳି ବେଦ କ୍ରିଷ୍ଣମୂର୍ତ୍ତୀ, ଏକତା ବିସ୍ତ ଏବଂ ଦୟଲନ ହେମଲତା ଓ ଅନୂଜା ପାଟିଲ ତାଲିକାରୁ ବାଦ୍‌ ପଡ଼ିଛନ୍ତି। ଗ୍ରେଡ୍‌ ‘ଏ’ରେ ହରମନପ୍ରୀତ କୌର, ସ୍ମୃତି ମନ୍ଧାନା ଓ ପୁନମ ଯାଦବ ରହିଛନ୍ତି। ଗ୍ରେଡ ‘ବି’ରେ ମିଥାଲି ରାଜ, ଝୁଲଣ ଗୋସ୍ବାମୀ, ଦୀପ୍ତି ଶର୍ମା, ପୁନମ ରାଉତ, ରାଜେଶ୍ୱରୀ ଗାଏକ୍ୱାଡ, ଶେଫାଳି ବର୍ମା, ରାଧା ଯାଦବ, ଶିଖା ପାଣ୍ଡେ, ତାନିୟା ଭାଟି ଓ ଜେମିମା ରୋଡ୍ରିଗ୍ବେଜ ରହିଥିବାବେଳେ ଗ୍ରୁପ୍‌ ‘ସି’ରେ ମାନସି ଜୋଶୀ, ଅରୁନ୍ଧତୀ ରେଡ୍ଡୀ, ପୂଜା ବସ୍ତ୍ରକାର, ହରଲୀନ ଦେଓଲ, ପ୍ରିୟା ପୁନିଆ ଓ ରିଚା ଘୋଷ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?