ଅର୍ଥବ୍ୟବସ୍ଥାକୁ ସୁଧାରିବା ପାଇଁ ଜାଣନ୍ତୁ କେଉଁ ଯୋଜନା ଆରମ୍ଭ କଲେ ପାକିସ୍ତାନ ସରକାର

ଇସଲାମାବାଦ,୨୧।୬: ଦେଶର ଅର୍ଥନୀତିକୁ ପୁନର୍ଜୀବିତ କରିବା ପାଇଁ ପାକିସ୍ତାନ ସରକାର ଯୋଜନାର ଖୁଲାସା କରିଛନ୍ତି। ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସେନା ମୁଖ୍ୟ ଜେନେରାଲ ଅସୀମ ମୁନୀର, ପ୍ରାଦେଶିକ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ମନ୍ତ୍ରୀ ଏବଂ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ସମୟରେ ସରକାର ଅର୍ଥନୈତିକ ପୁନରୁଦ୍ଧାର ଯୋଜନା ଆରମ୍ଭ କରିଛନ୍ତି।

ପାକିସ୍ତାନୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ବିବୃତ୍ତି ଅନୁଯାୟୀ ପ୍ରତିରକ୍ଷା ଉତ୍ପାଦନ, କୃଷି ଏବଂ ପଶୁପାଳନ, ଖଣିଜ ପଦାର୍ଥ ଏବଂ ଖଣି, ସୂଚନା ପ୍ରଯୁକ୍ତିବିଦ୍ୟା ଏବଂ ଶକ୍ତି କ୍ଷେତ୍ରରେ ପ୍ରମୁଖ ସମ୍ଭାବନା ବୃଦ୍ଧି କରିବାରେ ପୁଞ୍ଜି ସଂଗ୍ରହ ଯୋଜନା ସହାୟକ ହେଉଛି। ଏହି ଯୋଜନା ବନ୍ଧୁତ୍ୱପୂର୍ଣ୍ଣ ଦେଶରୁ ନିବେଶ ବୃଦ୍ଧି ପାଇଁ ପ୍ରେରଣା ଯୋଗାଏ। ଏହି ଯୋଜନାର ବିକାଶ ପାଇଁ ଏକ ସ୍ବତନ୍ତ୍ର ବିନିଯୋଗ ସୁବିଧା ପରିଷଦ (ଏସ୍‌ଆଇଏଫସି)ଗଠନ କରାଯିବ। ଏହା ଅଧୀନରେ, ସମ୍ଭାବ୍ୟ ନିବେଶକମାନଙ୍କ ପାଇଁ ଗୋଟିଏ ୱିଣ୍ଡୋ ଇଣ୍ଟରଫେସରେ କାର୍ଯ୍ୟ କରାଯିବ। ଏସ୍‌ଆଇଏଫସି ଲମ୍ବା ବ୍ୟବସାୟିକ ପ୍ରକ୍ରିୟାକୁ ହ୍ରାସ କରିବ। କେନ୍ଦ୍ର ଏବଂ ପ୍ରଦେଶ ମଧ୍ୟରେ ଭୂସମାନ୍ତର-ଭୂଲମ୍ବ ସମନ୍ବୟ ସୃଷ୍ଟି କରିବାକୁ ନୂତନ ସଂସ୍ଥା ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?