ପୁଣି ପ୍ରେମିକ ଖୋଜୁଛନ୍ତି ଶେହନାଜ

ବମ୍ବେ: ପୁଣି ପ୍ରେମିକ ଖୋଜିଲେଣି ବିଗ୍‌ବସ୍‌ ଫେମ୍‌ ଶେହନାଜ ଗିଲ। କଥିତ ପ୍ରେମିକ ସିଦ୍ଧାର୍ଥ ଶୁକ୍ଳାଙ୍କ ମୃତ୍ୟୁ ପରେ ଏକା ହୋଇଯାଇଛନ୍ତି ସେ। ଏବେ ଏହାକୁ ଦୁଇ ବର୍ଷ ବିତିଲାଣି। ଆଗକୁ ବଢ଼ି ଶେହନାଜ ନିଜର ସିଙ୍ଗଲ୍‌ ଷ୍ଟାଟସ୍‌କୁ ବଦଳାଇବାକୁ ଚାହୁଁଥିବା ସ୍ପଷ୍ଟ ହୋଇଛି।

କଥାଟି ଏପରି। ଶେହନାଜଙ୍କ ଚାଟ୍‌ ଶୋ’ ‘ଦେଶି ଭାଇବ୍ସ’ରେ ଶାହିଦ କପୁର ନିଜର ଓ୍ବେବ୍‌ ସିରିଜ ‘ଫର୍ଜି’କୁ ପ୍ରମୋଟ କରିବାକୁ ଆସିଥିଲେ। ଏଥିରେ ତାଙ୍କୁ ଭାଇ ଶେହବାଜଙ୍କ ଭଳି ଅନେକ ଭାଇ ମିଳନ୍ତୁ ବୋଲି ଶାହିଦ କହିଥିଲେ। ଏହାଶୁଣି ଶେହନାଜ ନିରାଶ ହେବା ସହ ଜୀବନରେ ଭାଇର ଆବଶ୍ୟକତା ନାହିଁ, ବରଂ ପ୍ରେମିକର ରହିଛି ବୋଲି କହିଥିଲେ। ଏପରିକି ସେ ତାଙ୍କର ରକ୍ଷା ପାଇଁ ବାଉନ୍ସର ନେଇ ଆସିବେ। ଭାଇର ଆବଶ୍ୟକତା ନ ଥିବା କହିଥିଲେ।

ବିଗ୍‌ବସ୍‌ ୧୩ରେ ପ୍ରତିଯୋଗୀ ଭାବେ ଭାଗ ନେଇଥିଲେ ଶେହନାଜ। ସେତେବେଳେ ତାଙ୍କୁ କେହି ବିଜାଣି ନ ଥିଲେ। ହେଲେ ସେ ଏତେ ଲୋକପ୍ରିୟତା ହାସଲ କରି ନେଇଥିଲେ ଯେ ତାଙ୍କୁ ଏବେ କୌଣସି ପରିଚୟର ଆବଶ୍ୟକତା ନାହିଁ। ବଲିଉଡ୍‌ର ଅନେକ ଫିଲ୍ମ ସହ ମଡେଲିଂ ଏବଂ ମ୍ୟୁଜିକ ଭିଡିଓ ଆଦିରେ ତାଙ୍କ କାମକୁ ବେଶ ପସନ୍ଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri