Posted inଜାତୀୟ

ଭାଜପା ଶିବିରରୁ ଆସିଲା ବଡ଼ ଖବର: ଇସ୍ତଫା ଦେଲେ ଏହି ନେତା!

ନୂଆଦିଲ୍ଲୀ,୩୧।୭: ଭାରତୀୟ ଜନତା ପାର୍ଟିର ମୁଖପାତ୍ର ଶେହଜାଦ ପୁନାୱାଲା ଭାଜପାରୁ ଇସ୍ତଫା ଦେଇଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଭାଜପାରେ ଦୀର୍ଘ ଦିନରୁ ମୁଖପାତ୍ର ଥିବା ଶେହଜାଦ ପୁନାୱାଲା ବ୍ୟକ୍ତିଗତ କାରଣରୁ ଏହି ଇସ୍ତଫା ଦେଇଛନ୍ତି। ସେ ଭାଜପାର ଶୀର୍ଷ ନେତୃତ୍ୱଙ୍କୁ ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ଇସ୍ତଫା ଦେବାର କାରଣ ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।

ସୂତ୍ରରୁ ପ୍ରକାଶ ଯେ, ଇସ୍ତଫାକୁ ନେଇ ଶୀଘ୍ର ହିଁ ଶେହଜାଦ ପୁନାୱାଲାଙ୍କ ପକ୍ଷରୁ ଏକ ସରକାରୀ ବିବୃତ୍ତି ଜାରି କରାଯିବ। ଶେହଜାଦ ପୁନାୱାଲା ତାଙ୍କର ଚମତ୍କାର ଯୁକ୍ତି ବା ତର୍କ କରିବାର କ୍ଷମତା ପାଇଁ ଜଣାଶୁଣା। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜଣେ ସମର୍ଥକ।

ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ତାଙ୍କର ବାୟୋରେ ଭାଜପାର କୌଣସି ଉଲ୍ଲେଖ ଦେଖିବାକୁ ମିଳୁନାହିଁ। ଏକ୍ସରେ ଥିବା ବାୟୋରେ ସେ ନିଜକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଜୀବନ ସମର୍ଥକ ବୋଲି ଦର୍ଶାଇଛନ୍ତି। ଅନ୍ୟପକ୍ଷରେ, ଇନଷ୍ଟାଗ୍ରାମରେ ପୁନାୱାଲାଙ୍କ ବାୟୋରେ ତାଙ୍କୁ ଏବେ ମଧ୍ୟ ଭାଜପାର ଜାତୀୟ ମୁଖପାତ୍ର ବୋଲି କୁହାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

‘ପରିବାରର ମୁଖ୍ୟ ପରି ଛାତ୍ରମାନଙ୍କ କଥା ଶୁଣିଥିଲେ ପ୍ରଧାନମନ୍ତ୍ରୀ ମୋଦି,’ ଆଣ୍ଟି ପେପର ଲିକ ବିଲକୁ ନେଇ ଏମିତି କହିଲେ ରାଘବ ଚଢା, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୭: ରାଜ୍ୟ ସଭାରେ ସାଧାରଣ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ, 2026 ଉପରେ ଆଲୋଚନା ସମୟରେ, ଆମ ଆଦମୀ ପାର୍ଟିରୁ ଭାଜପାରେ ଯୋଗ ଦେଇଥିବା ସାଂସଦ…

ପାକିସ୍ତାନ ଯିବେ ମୋଦି? ପ୍ରସ୍ତୁତି କଲାଣି ଇସଲାମାବାଦ! ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୩୧।୭: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ୨୦୨୭ ମସିହାରେ ଆୟୋଜିତ ହେବାକୁ ଥିବା ଶାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ କି…

ଷଣ୍ଢକୁ ବଞ୍ଚାଇବା ପାଇଁ ହଠାତ୍‌ ଟ୍ରେନ୍‌ ଅଟକାଇଲେ ଲୋକ ପାଇଲଟ: ଆଉ ତା’ପରେ ଘଟିଲା..

ନୂଆଦିଲ୍ଲୀ,୩୧।୭:ମାନବିକତା ଏବଂ ବୁଦ୍ଧିର ଉପସ୍ଥିତିକୁ ପ୍ରତିପାଦିତ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ଲୋକୋ ପାଇଲଟ କେବଳ ଏକ ପ୍ରାଣୀର ଜୀବନ…

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

ଗୋଟିଏ ସ୍ତ୍ରୀ ସହିତ ୩ ଦିନ, ଅନ୍ୟ ସ୍ତ୍ରୀ ସହ ସ୍ବାମୀ ୩ ଦିନ ବିତାଇବା ପରେ ଘଟିଲା ଏପରି କାଣ୍ଡ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ରାମପୁର ଜିଲାର ଦଢ଼ିୟାଲ ଚୌକି ଅଞ୍ଚଳରୁ ଏକ ଅଜବ ପାରିବାରିକ ବିବାଦ ସାମ୍ନାକୁ ଆସିଛି। ପୁଅ ପାଇଁ ଦୁଇଥର ବିବାହ କରିଥିବା ଜଣେ ବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri