ୟୁନୁସ୍‌ଙ୍କୁ ଚ୍ୟାଲେଞ୍ଜ କଲେ ହାସିନା, ଭାରତକୁ ସିଧାସିଧା ଶୁଣାଇଦେଲା ବାଂଲାଦେଶ, କହିଲା …

ଢାକା,୨୮।୨: ୟୁନୁସ୍‌ ସରକାର ଉପରେ ବହିଷ୍କୃତ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ କଠୋର ମନ୍ତବ୍ୟକୁ ବାଂଲାଦେଶ ପସନ୍ଦ କରିନାହିଁ। ଢାକା ନୂଆଦିଲ୍ଲୀକୁ କହିଛି ଯେ ବହିଷ୍କୃତ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଦେଶରେ ଥିବା ସମୟରେ ତାଙ୍କୁ “ମିଥ୍ୟା ଏବଂ କପୋଳକଳ୍ପିତ” ମନ୍ତବ୍ୟ ଦେବାରୁ ବନ୍ଦ କରାଯାଉ। ଅଗଷ୍ଟରେ ହିଂସାତ୍ମକ ପ୍ରତିବାଦ ପରେ ହାସିନାଙ୍କୁ କ୍ଷମତା ଛାଡିବାକୁ ପଡିଲା ଏବଂ ସେ ଭାରତ ପଳାଇଆସିଥିଲେ।

ବୁଧବାର ଏକ ଅନଲାଇନ ସମ୍ବୋଧନରେ ହାସିନା ତାଙ୍କ ସମର୍ଥକମାନଙ୍କୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ବିରୋଧରେ ଠିଆ ହେବାକୁ ଆହ୍‌ବାନ କରିଥିଲେ ଏବଂ ଏହା ଅସାମ୍ବିଧାନିକ ଭାବରେ କ୍ଷମତା ଦଖଲ କରୁଥିବାର ଅଭିଯୋଗ କରିଥିଲେ।

ହାସିନାଙ୍କ ଭାଷଣ ପୂର୍ବରୁ, ହଜାର ହଜାର ପ୍ରଦର୍ଶନକାରୀ ତାଙ୍କ ପିତା ଏବଂ ବାଂଲାଦେଶର ପ୍ରତିଷ୍ଠାତା ନେତା ମୁଜିବୁର ରହମାନଙ୍କ ଘରକୁ ଭାଙ୍ଗି ଦେଇଥିଲେ ଏବଂ ନିଆଁ ଲଗାଇ ଦେଇଥିଲେ।

ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବାଂଲାଦେଶର ବୈଦେଶିକ ମନ୍ତ୍ରଣାଳୟ ଢାକାରେ ଭାରତର କାର୍ଯ୍ୟକାରୀ ଉଚ୍ଚାୟୁକ୍ତଙ୍କୁ ଏକ ପ୍ରତିବାଦ ପତ୍ର ପ୍ରଦାନ କରିଛି, ଯେଉଁଥିରେ ତାଙ୍କ ମନ୍ତବ୍ୟ ପ୍ରତି “ଗଭୀର ଚିନ୍ତା, ନିରାଶା ଏବଂ ଗମ୍ଭୀର ଆପତ୍ତି” ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

ଗଣେଶ ପୂଜା ପାଇଁ ବାନ୍ଧୁଥିଲେ ତୋରଣ, ବିଦ୍ୟୁତ୍‌ ତାରରେ ଲାଗିଗଲେ ନାବାଳକ, ଆଉ ତା’ପରେ…

ହିଞ୍ଜିଳିକାଟୁ,୧୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଣେଶ ପୂଜା ପାଇଁ ତୋରଣ ବନ୍ଧା ବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ୧୬ ବର୍ଷୀୟ ନାବାଳକଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ…

ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍‌ବିଆଇ ସମ୍ମୁଖରେ ବିକ୍ଷୋଭ କରି…

ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍‌ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ…

ରୋଚକ ଘଟଣା: ଟିମ ଇଣ୍ଡିଆଠାରୁ ଛଡ଼ାଇ ନିଆଗଲା ଡ୍ରେସିଂ ରୁମ! ଆଫଗାନିସ୍ତାନ ସିରିଜରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର T20 ସିରିଜ ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ସିରିଜର ସମସ୍ତ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?