Posted inଜାତୀୟ

ଦିଲ୍ଲୀରେ ଶେଖ ହାସିନା…

ନୂଆଦିଲ୍ଲୀ, ୫।୯ : ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ୪ ଦିନିଆ ଭାରତ ଗସ୍ତରେ ଆସି ଦିଲ୍ଲୀର ପହଞ୍ଚିଛନ୍ତି। ତାଙ୍କୁ ଭାରତ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ପର୍ଦ୍ଧନା ପ୍ରଦାନ କରାଯାଇଛି। ୨୦୧୯ ପରେ ଏହା ହାସିନା ଙ୍କ ପ୍ରଥମ ଭାରତ ଗସ୍ତ।

ହାସିନା ତାଙ୍କ ଗସ୍ତ ସମୟରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକରଙ୍କୁ ଭେଟିବେ। ଏଥିସହ ସେ ଦ୍ୱିପାକ୍ଷିକ ସମ୍ପର୍କ ସହ କେତେକ ପ୍ରସଙ୍ଗ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରିବେ। ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ସମୟରେ ବିଚାରାଧୀନ ତଥା ନିୟମିତ ଦ୍ୱିପାକ୍ଷିକ ପ୍ରସଙ୍ଗ ବ୍ୟତୀତ ଦକ୍ଷିଣ ଏସିଆରେ ପ୍ରତିରକ୍ଷା ସହଯୋଗ ଏବଂ ସ୍ଥିରତା ମୁଖ୍ୟ ବିଷୟ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୭ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ହଜାର ଟପିଛି, ତରବରିଆ ଭାବେ ନିଆଯାଇଛି ଅନ୍‌ଲକ୍‌-୧ ନିଷ୍ପତ୍ତି: ବିଶେଷଜ୍ଞ

ନୂଆଦିଲ୍ଲୀ, ୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୭ ଦିନ ମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧...

ଟିକ୍‌ଟକ୍‌ ପାଇଁ ଆତ୍ମହତ୍ୟା କଲେ ୨ ସନ୍ତାନର ମାଆ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ସଂକ୍ଷିପ୍ତ ଭିଡିଓ ପ୍ରସ୍ତୁତକାରୀ ଆପ୍‌ ଟିକ୍‌ଟକ୍‌ ପାଇଁ ତାମିଲନାଡୁର ୨ ସନ୍ତାନର ଜନନୀ ଜଣେ ୨୪ ବର୍ଷୀୟା ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ଅନୀତା ନାମ୍ନୀ...

ଡିସେମ୍ବର ୩୧ ପର୍ଯ୍ୟନ୍ତ ବିଦେଶକୁ ବିମାନ ଯାତ୍ରା ମନା

ନୂଆଦିଲ୍ଲୀ,୨୬ ।୧୧: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଭାରତ ଏବେ କର୍ମସିୟାଲ ଇଣ୍ଟରନ୍ୟାଶନାଲ ଫ୍ଲାଇଟ ଚଳାଚଳକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ...

ସ୍ବାମୀଙ୍କ ମୃତଦେହକୁ ଟ୍ରଲି ବ୍ୟାଗ୍‌ରେ ଭରି ଡ୍ରେନରେ ଫିଙ୍ଗିଦେଲେ

ନୂଆଦିଲ୍ଲୀ,୨୮।୮: ଗତ ୧୦ ତାରିଖରେ ରାଜଧାନୀର ସୁଖଦେବ ବିହାରର ଡ୍ରେନରୁ ଏକ ଟ୍ରଲି ବ୍ୟାଗରୁ ମିଳିଥିଲା ଜଣେ ପୁରୁଷଙ୍କ ମୃତଦେହ। ପାଣିରେ ରହି ରହି ମୃତଦେହ...

ମୃତକଙ୍କୁ ନାଗରିକତ୍ୱ ପ୍ରମାଣ ନିର୍ଦ୍ଦେଶ

ସିଲଚର,୨୪ା୩: ଆସାମରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ବାଦ୍‌ ପଡ଼ିଥିବା ହଜାର ହଜାର ଲୋକଙ୍କୁ ନିଜ ନାଗରିକତ୍ୱ ପ୍ରମାଣିତ କରିବା ପାଇଁ ଫରେନର୍ସ ଟ୍ରିବ୍ୟୁନାଲ ପକ୍ଷରୁ...

ରାଜସ୍ଥାନରେ ଖସିଲା ୨.୭୮ କେଜିର ବିରଳ ଉଲ୍‌କାପିଣ୍ଡ

ଯୋଧପୁର, ୧୯।୬- ରାଜସ୍ଥାନର ଜାଲୋର ଜିଲା ସାଞ୍ଚୋର ସହରରେ ଶୁକ୍ରବାର ସକାଳେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ଆକାଶରୁ ପାଖାପାଖି ୩ କେଜି ଓଜନର...

ରାଜଧାନୀରେ ବଢିଲାଣି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୫ ।୪: ରାଜଧାନୀ ଦିଲ୍ଲୀରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଇଛି । ଗୁରୁବାର ଏଠାରେ ୩୦୦ରୁ ଅଧିକ...

ହିନ୍ଦୁତ୍ୱ ଏକ ସଂସ୍କାର, ମୋଦି-ଶାହାଙ୍କ ଘରେ ପାଠ କରାଯାଉ ହନୁମାନ ଚାଳିସା ପାଠ, କହିଲା ଶିବସେନା…

ମୁମ୍ବାଇ, ୨୫।୪ : ମହାରାଷ୍ଟ୍ରରେ ଆରମ୍ଭ ହୋଇଥିବା ହନୁମାନ ଚାଳିସା ବିବାଦକୁ ନେଇ ଶିବସେନା ପକ୍ଷରୁ ପୁଣି ଥରେ ସରକାରଙ୍କୁ ଟାର୍ଗେଟ କରାଯାଇଛି। ଶିବସେନାର ମୁଖପତ୍ର...

Advertisement
Archives

Model This Week