ହିଣ୍ଡନ ଏୟାରବେସ ସେଫ୍ ହାଉସରେ ଶେଖ ହସିନା; ସୁରକ୍ଷାରେ ଗରୁଡ଼ କମାଣ୍ଡୋ

ନୂଆଦିଲ୍ଲୀ,୫।୮: ଦେଶ ଛାଡ଼ିବା ପରେ ଶେଖ ହସିନା ଏବେ ଭାରତରେ ଅଛନ୍ତି। ହିଣ୍ଡନ ଏୟାରବେସରେ ତାଙ୍କର ସ୍ୱତନ୍ତ୍ର ବିମାନ ଅବତରଣ କରିଛି। ଏଠାରେ ଏନଏସଏ ଅଜିତ ଡୋଭାଲ ତାଙ୍କୁ ସାକ୍ଷାତ କରିଛନ୍ତି। ଦୁହିଁଙ୍କ ମଧ୍ୟରେ ପ୍ରାୟ ଦେଢ଼ ଘଣ୍ଟା ଆଲୋଚନା ହୋଇଛି। ପଶ୍ଚିମ ବାୟୁସେନା ୱିଙ୍ଗ ମୁଖ୍ୟ ଏୟାର ମାର୍ଶାଲ ପି. ଏମ ସିହ୍ନା ମଧ୍ୟ ଶେଖ ହସିନାଙ୍କ ସହିତ ସାକ୍ଷାତ କରିଛନ୍ତି।

ଏହାରି ମଧ୍ୟରେ ଏଭଳି ଖବର ସାମ୍ନାକୁ ମଧ୍ୟ ଆସୁଛି ଯେ, ଶେଖ ହସିନା ଭାରତ ଆସିବା ପୂର୍ବରୁ ଦିଲ୍ଲୀରେ ଏକ ବଡ଼ ବୈଠକ ହୋଇଥିଲା। ଏଥିରେ ଭାରତର ବିଦେଶ ଗୋଇନ୍ଦା ସଂସ୍ଥା ର’ ମୁଖ୍ୟ, ଏନଏସଏ ଆଦି ସାମିଲ ଥିଲେ। ବାଂଲାଦେଶରୁ ଭାରତରେ ପହଞ୍ଚିବା ପାଇଁ ଶେଖ ହସିନାଙ୍କ ମିଶନରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ, ଏନଏସଏ, ସେନା, ବାୟୁସେନା ଏବଂ ସୁରକ୍ଷା ଏଜେନ୍ସି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।

ସୋମବାର ଦିନ ଦ୍ୱିପ୍ରହରରେ ଅଜିତ ଡୋଭାଲ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ସେନା ମୁଖ୍ୟ, RAW ମୁଖ୍ୟ, ବାୟୁସେନା ମୁଖ୍ୟ ଏବଂ ଅନ୍ୟାନ୍ୟ ଏଜେନ୍ସିର ମୁଖ୍ୟଙ୍କ ମଧ୍ୟରେ ଏକ ବଡ଼ ଵୈଠକ ଅନୁଷ୍ଠିତ ହୋଇଥିଲା। ଏହି ଵୈଠକରେ ହିଁ ବାଂଲାଦେଶରୁ ଶେଖ ହସିନାଙ୍କ ପ୍ରସ୍ଥାନ ଯୋଜନା ପାଇଁ ରଣନୀତି ପ୍ରସ୍ତୁତ କରାଯାଇଥିଲା। ଏହା ପରେ ସେ ବାଂଲାଦେଶରୁ ଇସ୍ତଫା ଦେଇ ଭାରତ ଆସିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri