ଶେଖ ହାସିନା ଭାରତରେ ରହିବେ ନା ଆଉ କେଉଁଠି କି ଯିବେ…, ବୈଦେଶିକ ମନ୍ତ୍ରଣାଳୟ ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୮।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଭାରତରେ ରହିବେ ନା ସେ ଅନ୍ୟତ୍ର ଯିବାକୁ ଯୋଜନା କରୁଛନ୍ତି? ଏ ବାବଦରେ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବଡ଼ ଅପଡେଟ୍‌ ଦେଇଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି , ବର୍ତ୍ତମାନ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଭବିଷ୍ୟତ ଯୋଜନା ବିଷୟରେ କୌଣସି ଅପଡେଟ୍‌ ଦିଆଯାଇପାରିବ ନାହିଁ। କାରଣ ଏହା ତାଙ୍କ କାମ। ସେ କେଉଁଠାକୁ ଯିବେ କିମ୍ବା ଯିବେ ନାହିଁ ତାହା ସେ ସ୍ଥିର କରିବେ। ଏହା ପରେ ଭାରତ ସରକାର ଏକ ନିଷ୍ପତ୍ତି ନେବେ।

ବୈଦଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର ରଣଧିର ଜୟସ୍ବାଲ କହିଛନ୍ତି, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ସଂସଦକୁ କହିଛନ୍ତି ଯେ ଶେଖ ହାସିନାଙ୍କୁ ସ୍ବଳ୍ପ ନୋଟିସରେ ଭାରତ ଆସିବାକୁ ଅନୁମତି ଦିଆଯାଇଛି। ବର୍ତ୍ତମାନ ତାଙ୍କ ଯୋଜନା ବିଷୟରେ କହିବାକୁ ମୋର କିଛି ନାହିଁ । କାରଣ ପରିସ୍ଥିତି ମୁହୂର୍ତ୍ତରେ ବଦଳୁଛି । କିଛି ସ୍ପଷ୍ଟ ହେବା ମାତ୍ରେ ଆମେ ଆପଣଙ୍କୁ ସମ୍ପୂର୍ଣ୍ଣ ସୂଚନା ଦେବୁ।

ରଣଧିର ଜୟସ୍ବାଲ କହିଛନ୍ତି, ବାଂଲାଦେଶର ପରିସ୍ଥିତି ପ୍ରତ୍ୟେକ ମୁହୂର୍ତ୍ତରେ ବଦଳୁଛି। ଆମେ ସେଠାରେ ଶାନ୍ତି ଏବଂ ସ୍ବାଭାବିକତା ପାଇଁ ଆଶା କରୁଛୁ, ଯାହାଫଳରେ ଆମେ ବାଂଲାଦେଶରେ ଆମର ସ୍ବାର୍ଥକୁ ଆଗକୁ ନେଇପାରିବା। ବାଂଲାଦେଶରେ ପ୍ରାୟ ୧୯,୦୦୦ ଭାରତୀୟ ଥିଲେ, ସେମାନଙ୍କ ମଧ୍ୟରେ ୯,୦୦୦ଛାତ୍ର ଥିଲେ। ଅଧିକାଂଶ ଛାତ୍ର ନିଜ ଦେଶକୁ ଫେରିଛନ୍ତି। ଅନେକ ଭାରତୀୟ ଫେରିବା ପାଇଁ ସାହାଯ୍ୟ ମାଗିଛନ୍ତି। ସେମାନଙ୍କୁ ସାହାଯ୍ୟ କରିବାକୁ ଦୂତାବାସ ପ୍ରତ୍ୟେକ ମୁହୂର୍ତ୍ତରେ ପ୍ରସ୍ତୁତ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri