୫ମ ଥର ପ୍ରଧାନମନ୍ତ୍ରୀ ହେବେ ଶେଖ୍‌ ହସିନା

ଢାକା,୮ା୧: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ଲଗାତର ଚତୁର୍ଥ କାର୍ଯ୍ୟକାଳ ସୁରକ୍ଷିତ କରିଥିବା ବେଳେ ପଞ୍ଚମଥର ପାଇଁ ପ୍ରଧାନମନ୍ତ୍ରୀ ହେବେ। ମୁଖ୍ୟ ବିରୋଧୀ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି (ବିଏନ୍‌ପି) ଏବଂ ଏହାର ସହଯୋଗୀ ଦଳଙ୍କ ଦ୍ୱାରା ରବିବାର ଦିନ ଅନୁଷ୍ଠିତ ଦ୍ୱାଦଶ ସାଧାରଣ ନିର୍ବାଚନରେ ହାସିନାଙ୍କ ଆଓ୍ବାମୀ ଲିଗ୍‌ ୨୦୦ଟି ସିଟ୍‌ ଜିତି ଦୁଇ ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ହାସଲ କରିଛି। ବିରୋଧୀ ଜାତୀୟ ପାର୍ଟି ୧୦ଟି ଆସନ ଏବଂ ସ୍ବାଧୀନମାନେ ୪୫ଟି ଆସନ ଜିତିଥିଲେ। ନିର୍ବାଚନରେ କେବଳ ୪୦ ପ୍ରତିଶତ ମତଦାନ ହୋଇଥିଲା। ମୁଖ୍ୟ ବିରୋଧୀ ଦଳ ବିଏନ୍‌ପିପି ଏବଂ ଅନ୍ୟ ୧୫ଟି ଦଳ ନିର୍ବାଚନକୁ ବହିଷ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଖୋଲିବ ଷ୍ଟ୍ରେଟ ଅଫ ହୁର୍ମଜ’, ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ଦେଲା ଜବାବ, ଜାଣନ୍ତୁ କ’ଣ କହୁଛି ପାକିସ୍ତାନ

ତେହରାନ/ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦାବି କରିଛନ୍ତି ଯେ ଇରାନ ସହିତ ଏକ ଶାନ୍ତି ଚୁକ୍ତି ପ୍ରାୟ ଚୂଡ଼ାନ୍ତ ହୋଇସାରିଛି, ଏବଂ ଆଲୋଚନା ଏବେ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri