ଶେଖ ମହମ୍ମଦ ବିନ୍‌ ଜାୟେଦ ହେଲେ ୟୁଏଇର ନୂଆ ରାଷ୍ଟ୍ରପତି

ଦୁବାଇ,୧୪।୫: ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ନୂତନ ରାଷ୍ଟ୍ରପତି ହୋଇଛନ୍ତି ଶେଖ ମହମ୍ମଦ ବିନ ଜାୟେଦ ଅଲ-ନହ୍ୟାନ(୬୧)। ସେ ଦେଶର ତୃତୀୟ ରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ସମ୍ଭାଳିବେ। ତେବେ ଶୁକ୍ରବାର ୟୁଏଇର ଦ୍ୱିତୀୟ ରାଷ୍ଟ୍ରପତି ଶେଖ ଖଲିଫା ବିନ ଜାୟେଦ ଅଲ ନହ୍ୟାନ୍‌ଙ୍କ ପରଲୋକ ଘଟିଥିଲା। ଏଣୁ ତାଙ୍କ ସାବତ ଭାଇ ତଥା ଆବୁଧାବିର କ୍ରାଉନ୍‌ ପ୍ରିନ୍ସ ଶେଖ ମହମ୍ମଦଙ୍କୁ ନୂଆ ରାଷ୍ଟ୍ରପତି କରାଯାଇପାରେ ବୋଲି ଚର୍ଚ୍ଚା ହେଉଥିଲା। ଶେଷରେ ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।

ପ୍ରକାଶ ଯେ,୨୦୦୪ ନଭେମ୍ବର ୩ରେ ଦ୍ୱିତୀୟ ରାଷ୍ଟ୍ରପତି ଭାବେ ଦାୟିତ୍ୱ ସମ୍ମାଳିଥିଲେ ଶେଖ୍‌ ଖଲିଫା। ହେଲେ ଦୀର୍ଘଦିନ ଧରି ଅସୁସ୍ଥତା କାରଣରୁ ସେ ଜନମାନସରୁ ଦୂରେଇ ରହିଥିଲେ। ତାଙ୍କ ସ୍ଥାନରେ ଦୀର୍ଘ ବର୍ଷ ଧରି ଶେଖ ମହମ୍ମଦ ଏହି ଦାୟିତ୍ୱ ତୁଲାଇ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ଜମ୍ବୁଦ୍ୱୀପ ମହୋତ୍ସବ: ଆଦିବାସୀ ନୃତ୍ୟ-ସଙ୍ଗୀତରେ ଝୁମିଲେ ଦର୍ଶକ, ନୌବାଣିଜ୍ୟ ପରମ୍ପରାକୁ ନେଇ…

ମହାକାଳପଡ଼ା, ୧୯ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ମା’ ରାମଚଣ୍ଡୀଙ୍କ ପୀଠଠାରେ ଜମ୍ବୁଦ୍ୱୀପ ମହୋତ୍ସବର ଚତୁର୍ଥ ସନ୍ଧ୍ୟା ଶନିବାର ମୁକ୍ତାକାଶ…

ବିଦେଶୀ ଖେଳାଳିଙ୍କ ମୁଣ୍ଡରେ ଚମକିଲା ଅରେଞ୍ଜ କ୍ୟାପ, ବିରାଟ କୋହଲି ତାଲିକାରେ ସାମିଲ – ଜାଣନ୍ତୁ କିଏ ପର୍ପଲ କ୍ୟାପର ଦାବିଦାର

ନୂଆଦିଲ୍ଲୀ,୧୯।୪: IPL 2026ରେ, ଯେତେବେଳେ ଦଳଗୁଡ଼ିକ ଶୀର୍ଷ ଚାରିରେ ସ୍ଥାନ ପାଇବା ପାଇଁ ଏକ ଭୟଙ୍କର ଲଢ଼େଇରେ ଲିଡରବୋର୍ଡରେ ଅଛନ୍ତି, ବ୍ୟକ୍ତିଗତ ଖେଳାଳିମାନେ ସର୍ବାଧିକ ରନ କରି…

ଗର୍ଜିଲେ ମୋଦି, ପ୍ରତିକ୍ରିୟା ରଖିଲେ ଦିଦି, କହିଲେ ‘ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ…’

କୋଲକାତା,୧୯।୪: ସଂସଦରେ ମହିଳା ସଂରକ୍ଷଣ ବିଲ ବିଫଳ ହେବା ପରେ, ପ୍ରଧାନମନ୍ତ୍ରୀ ମୋଦି ଶନିବାର କଂଗ୍ରେସ ଏବଂ ଟିଏମସି ସମେତ ଅନେକ ଦଳ ଉପରେ କଠୋର ଆକ୍ରମଣ…

ହଜିଯାଇଥିବା ୧୧୪ ଫୋନ୍‌ ଉଦ୍ଧାର କରି ମାଲିକଙ୍କୁ ହସ୍ତାନ୍ତର କଲା ପୋଲିସ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଚଳାଯାଇ ବିଭିନ୍ନ ସ୍ଥାନରୁ ହଜିଯାଇଥିବା ମୋବାଇଲଗୁଡ଼ିକୁ ଉଦ୍ଧାର କରାଯାଇଛି। ସମୁଦାୟ ୧୧୪ଟି ମୋବାଇଲ ଜବତ…

ଏବେ ବି ବଞ୍ଚିଛି ମାନବିକତା: ରାସ୍ତାରୁ ମିଳିଥିବା ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ନାଏବ ସରପଞ୍ଚ

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ନାଏବ ସରପଞ୍ଚ ନରସିଂହପୁର ଗ୍ରାମର ଜି.ଶେଖର ଦୋରା ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ମନିପର୍ସକୁ…

IPL 2026 Points Table: ଚେନ୍ନାଇ ବିପକ୍ଷରେ ବିଜୟ ପରେ ପଏଣ୍ଟ ଟେବୁଲରେ ଲମ୍ଫ ମାରିଲା ହାଇଦ୍ରାବାଦ,ବାଦ ପଡ଼ିବ କି ଏହି ଦଳ?ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୪: ଗତ ଶନିବାର, IPL 2026 ର ୨୭ତମ ଲିଗ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯାଇଥିଲା। ରାଜୀବ ଗାନ୍ଧୀ ଇଣ୍ଟରନ୍ୟାସନାଲ…

ଅଗରକରଙ୍କ ବଡ଼ ସଫଳତା, BCCI ଦେବ ବଡ଼ ପୁରସ୍କାର!

ନୂଆଦିଲ୍ଲୀ,୧୯।୪: ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ପୁରସ୍କାର ମିଳିବାକୁ ଯାଉଛି।…

ଫେଲ୍‌ ମାରିଛି କୁକୁଡ଼ାଚାଷ, ସରକାରୀ ସହାୟତା ଅର୍ଥ ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୧୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ରାଜ୍ୟ ଯୋଜନା ଅଧୀନରେ ବିଭିନ୍ନ ମହିଳା ଗ୍ରୁପ୍‌କୁ ରୋଜଗାର କ୍ଷମତା ବଢାଇବା ପାଇଁ ତତ୍କାଳୀନ ରାଜ୍ୟ ସରକାର କୁକୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri