ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଲେ ପାକିସ୍ତାନ ମନ୍ତ୍ରୀ

ଇସଲାମାବାଦ,୨୧।୮: ପାକିସ୍ତାନ ରେଳମନ୍ତ୍ରୀ ଶେଖ ରସିଦ ନିଜ ଅଜବ ମନ୍ତବ୍ୟ ପାଇଁ ସର୍ବଦା ଚର୍ଚ୍ଚାରେ ଥାନ୍ତି। ଏବେ ସେ ପୁଣି ଥରେ ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଆମର ଆଣବିକ ଅସ୍ତ୍ର ବହୁତ ଛୋଟ ଏବଂ ସିଦ୍ଧ। ଯାହା ମୁସଲମାନଙ୍କ ଜୀବନ ରକ୍ଷା କରି ଅନ୍ୟ ଭାରତୀୟଙ୍କୁ ଟାର୍ଗେଟ କରିବାର କ୍ଷମତା ରଖିଛି। ଏକ ଟିଭି ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ ସେ କହିଛନ୍ତି, ଯଦି ଦୁଇ ଦୁଇ ଦେଶ ମଧ୍ୟରେ ପରମାଣୁ ଯୁଦ୍ଧ ହେବ ତେବେ ପକିସ୍ତାନ ହିଁ ଜିତିବ। କାରଣ ଆମ ପାଖରେ ଛୋଟ ଅସ୍ତ୍ର ଅଛି ଯାହା ବଡ କାମ କରିବାରେ ସହାୟକ ହେବ। ଏହାପୂର୍ବରୁ ତାଙ୍କ ପାଖରେ ୧୫୦ ଗ୍ରାମର ପରମାଣୁ ବମ୍‌ ଥିବା କଥା କହି ଟ୍ରୋଲ୍‌ ହୋଇସାରିଛନ୍ତି ରଶିଦ। ଏହାପୂର୍ବରୁ ଇମ୍ରାନ ସରକାରର ଅନେକ ମନ୍ତ୍ରୀ ମଧ୍ୟ ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଇଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

DA Hike Alert: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ୨୮ ଅକ୍ଟୋବରରେ ଡିଏ ଘୋଷଣା! କେତେ ବଢ଼ିବ ଦରମା?

ନୂଆଦିଲ୍‌ଲୀ,୨୫।୧୦:କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଅପେକ୍ଷା ଆହୁରି ଲମ୍ୱା ହେବାରେ ଲାଗିଛି। ଜୁଲାଇ ୨୦୨୬ ପାଇଁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ସହାୟତା (DR) ବୃଦ୍ଧି…

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ନଭେମ୍ବର ୨ରେ ଗଜକେଶରୀ ଯୋଗ: ବଢିବ ୪ ରାଶିର ଧନ, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ନୂଆଦିଲ୍ଲୀ, ୨୫।୧୦: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?