ସାଜିଦଙ୍କ ବିରୋଧରେ ଥାନାକୁ ଗଲେ ଶର୍ଲିନ

ବମ୍ବେ: ବିଗବସ୍‌ରେ ପ୍ରତିଯୋଗୀ ଭାବେ ମନୋରଞ୍ଜନ କରି ଦର୍ଶକଙ୍କ ହୃଦୟ ଜିତିବେ ବୋଲି ଭାବିଥିଲେ ଫିଲ୍ମନିର୍ମାତା ସାଜିଦ୍‌ ଖାଁ। ହେଲେ ତାଙ୍କ ଆଶା ଏବେ ନିରାଶାରେ ପରିବର୍ତ୍ତନ ହେବାକୁ ବସିଲାଣି। କାରଣ ବିଗବସ୍‌ ଯିବା ଦିନଠାରୁ ତାଙ୍କ ବିରୋଧରେ ଯୌନ ନିର୍ଯାତନା ନେଇ ମାମଲା ବଢ଼ି ବଢ଼ି ଚାଲିଛି। ଏବେ ତାଙ୍କ ବିରୋଧରେ ଶର୍ଲିନ ଚୋପ୍ରା ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ଜୁହୁ ପୋଲିସ ଷ୍ଟେଶନରେ ସେ ଯୌନ ନିର୍ଯାତନା ଏବଂ ଅପରାଧିକ ମାମଲା ରୁଜୁ କରିଛନ୍ତି।

୨୦୦୫ରେ ଶର୍ଲିନଙ୍କୁ ସାଜିଦ ହୋଟେଲକୁ ଡାକିଥିଲେ। ସେଠାରେ ତାଙ୍କ ସହ ଖରାପ କାମ କରିବାକୁ ଚେଷ୍ଟା ମଧ୍ୟ କରିଥିବା ସେ କହିଛନ୍ତି। ତେବେ ୧୭ ବର୍ଷ ପରେ ସେ ଅଭିଯୋଗ କରିବା ପଛରେ କାରଣ ନେଇ ପଚରାଯିବାରେ ସେ ତିନିଜଣଙ୍କ ପାଇଁ ଚୁପ୍‌ ରହିଥିବା ସଫେଇ ଦେଇଛନ୍ତି। ସେମାନେ ହେଲେ ଶାହାରୁଖ ଖାଁ, ସଲମାନ ଖାଁ ଏବଂ ସାଜିଦ ଖାଁ।

ସାଜିଦ ଖାଁ ବଲିଉଡ୍‌ର ବଡ଼ ନାମ। ସେ ଫାରା ଖାଁଙ୍କ ଭାଇ। ଶାହାରୁଖଙ୍କ ସେ ନିକଟତ୍ତର। ଏହାଛଡ଼ା ସଲମାନଙ୍କ ସହ ସେ ପିଲାଦିନ ବିତାଇଛନ୍ତି। ସେମିତିରେ ତାଙ୍କ ଆଗରେ ସେ ଜଣେ ସାଧାରଣ ଚେହେରା। ଏମିତିରେ ସେ କିଭଳି ଭାବେ ନିଜର ଅଭିଯୋଗକୁ ସାବ୍ୟସ୍ତ କରିଥାନ୍ତେ। ଏଣୁ ସେ ଚୁପ୍‌ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୨ ବର୍ଷରେ ବି ଭର୍ଜିନ’ ଅଛନ୍ତି ସନା ମକବୁଲ! ବ୍ରେକଅପ ପରେ ଫ୍ୟୁଚର ପାର୍ଟନରକୁ ନେଇ ଏମିତି କହିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସନା ମକବୁଲ ବର୍ତ୍ତମାନ ଏକ ସାକ୍ଷାତକାର ପାଇଁ ଖବରରେ ଅଛନ୍ତି। ବିଗ ବସ ଓଟିଟି ୩ ଜିତିବା ପରେ, ସନା ଲଗାତାର ଭାବରେ ଶିରୋନାମାରେ…

ମାଲାମାଲ ହେଲେ ଜାହ୍ନବୀ: ‘ପେଡ୍ଡି’ ପାଇଁ ମିଳିଲା…

ଦକ୍ଷିଣ ସୁପରଷ୍ଟାର ରାମ ଚରଣ ତାଙ୍କ ଆଗାମୀ ଫିଲ୍ମ ‘ପେଡ୍ଡି’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ସ୍ପୋଟର୍‌ସ ଆକ୍ସନ-ଡ୍ରାମାରେ ସେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ସହ ନଜର…

ବିବାହ କରିବାକୁ ମନା କଲେ ଗାୟିକା, କାନାଡାରୁ ଭାରତ ଆସି ହତ୍ୟା

ଲୁଧିଆନା,୧୯।୫: ପଞ୍ଜାବର ଲୁଧିଆନାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ସଙ୍ଗୀତ ଶିଳ୍ପ ସମେତ ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ପ୍ରଖ୍ୟାତ ପଞ୍ଜାବୀ…

ସଲମାନ ଖାନଙ୍କ ଘରେ ପଶିଲା ସାପ:ଖେଳିଗଲା ଆତଙ୍କ, ତା’ପରେ ଯାହା ଘଟିଲା…

ମୁମ୍ବାଇ,୧୯।୪: ମୁମ୍ବାଇର ବାନ୍ଦ୍ରାରେ ଥିବା ଅଭିନେତା ସଲମାନ ଖାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ମଙ୍ଗଳବାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ହଠାତ୍‌ ଏକ ସାପ ଆପାର୍ଟମେଣ୍ଟରେ ପଶିଯାଇଛି। ସାପଟିକୁ…

ଶାହରୁଖ ନା ସଲମାନ, କାହା ପାଖରେ ଅଛି ଅଧିକ ସମ୍ପତ୍ତି? ଜାଣନ୍ତୁ କିଏ କେତେ କୋଟିର ମାଲିକ

ମୁମ୍ବାଇ: ବଲିଉଡର ଦୁଇ ସବୁଠାରୁ ବଡ଼ ସୁପରଷ୍ଟାର ଶାହରୁଖ ଖାନ ଏବଂ ସଲମାନ ଖାନଙ୍କୁ ନେଇ ଦେଶ ତଥା ବିଦେଶରେ ପ୍ରବଳ କ୍ରେଜ୍‌ ରହିଛି। ଦଶନ୍ଧି ଦଶନ୍ଧି…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri