କାହିଁକି ଫରହାନଙ୍କୁ ବିବାହ କଲେ ଶିବାନୀ

ବଲିଉଡ ଅଭିନେତା-ନିର୍ଦ୍ଦେଶକ ଫରହାନ ଅଖତର ଏବଂ ଶିବାନୀ ଦାଣ୍ଡେକର ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସୋସିଆଲ ମିଡିଆରେ ସେମାନଙ୍କ ବିବାହ ଫଟୋ ଏବଂ ଭିଡିଓ ବିଷୟରେ ବହୁତ ଚର୍ଚ୍ଚା ମଧ୍ୟ ହେଉଛି। ଏହି ସମୟରେ ଶିବାନୀ ପୂର୍ବରୁ ବିବାହ କରିଥିବା ଫରହାନ ଅଖତରଙ୍କୁ କାହିଁକି ବିବାହ କରିଛନ୍ତି ସେନେଇ ଏକ ବଡ଼ ଖୁଲାସା କରିଛନ୍ତି।
ନିକଟରେ ଶିବାନୀ ଦାଣ୍ଡେକର ଏକ ସୋସିଆଲ ମିଡିଆ ପୋଷ୍ଟ ଶେୟାର କରିଛନ୍ତି। ଏଥିରେ ସେ ପ୍ରସିଦ୍ଧ କୋରିଓଗ୍ରାଫର ଫରାହ ଖାନଙ୍କ ସହିତ ଅଛନ୍ତି। ଏହି ଫଟୋ ଶେୟାର କରିବା ସହିତ ଶିବାନୀ ଫରହାନଙ୍କୁ ବିବାହ କରିବାର କାରଣ ମଧ୍ୟ ଦେଇଛନ୍ତି। ଫଟୋରେ ଶିବାନୀ ଏବଂ ଫରାହ କ୍ୟାମେରା ଦେଖି ହସୁଥିବା ନଜର ଆସିଛନ୍ତି। ସେ ଏହି ଫଟୋ ସହିତ କ୍ୟାପସନ ଲେଖିଛନ୍ତି, ତୁମକୁ ବହୁତ ଭଲ ପାଏ! ମୁଁ କେବଳ ତୁମର ଭାଉଜ ହେବା ପାଇଁ ଫରହାନଙ୍କୁ ବିବାହ କରିଛି।
ଶିବାନୀ ଏବଂ ଫରହାନ ପରିବାର ଏବଂ ଘନିଷ୍ଠ ବନ୍ଧୁଙ୍କ ଉପସ୍ଥିତିରେ ଫେବୃୟାରୀ ୧୯ରେ ଖଣ୍ଡାଲାର ଫାର୍ମହାଉସରେ ବିବାହ କରିଥିଲେ। ଫାର୍ମହାଉସରେ ବିବାହ ପରେ ଏହି ଦମ୍ପତି ଫେବୟାରୀ ୨୧ରେ ମୁମ୍ବାଇରେ ଏକ ରେଜିଷ୍ଟ୍ରି ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri