‘କୁମ୍‌କୁମ୍‌ ଭାଗ୍ୟ’ ଛାଡ଼ିଲେ ଶିଖା…

ବମ୍ବେ: ଶୋ’ ଛାଡ଼ିଲେ ଶିଖା ସିଂହ। ଏକତା କପୁରଙ୍କ ଟେଲି ଧାରାବାହିକ ‘କୁମ୍‌କୁମ୍‌ ଭାଗ୍ୟ’କୁ ସେ ବାଏ ବାଏ କହିଛନ୍ତି। ଏହା ଜଣାପଡ଼ିବା ପରେ ପ୍ରଶଂସକମାନେ ନିରାଶ ହେବା ସ୍ବାଭାବିକ। ଶିଖା ଧାରାବାହିକରେ ଆଲିଆ ଚରିତ୍ରରେ ନଜର ଆସୁଥିଲେ।

ଜୁନ ୧୬ ତାରିଖରେ ଶିଖା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଲକ୍‌ଡାଉନ୍‌ ପରେ ଶୋ’ର ଶୁଟିଂ ଆରମ୍ଭ ହୋଇଥିଲେ ହେଁ ପିଲାର ଲାଳନପାଳନ ପାଇଁ ଶିଖା ଶୋ’ରୁ ବିଦାୟ ନେଇଛନ୍ତି। ଏବେ ସେ ମା’ ହୋଇ ଖୁସିରେ ଅଛନ୍ତି। ନୂଆ ଅନୁଭବକୁ ସେ ଉପଭୋଗ କରିବାକୁ ଚାହାନ୍ତି। ଏଣୁ ସେ ଏବେ କାମ କରିବାକୁ ଚାହୁଁ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏରିକାଙ୍କୁ ଛାଡ଼ି ଏବେ ଆରିୟାଙ୍କ ପ୍ରେମରେ ପାର୍ଥ

ମୁମ୍ବାଇ: ଲୋକପ୍ରିୟ ଟେଲିଭିଜନ ଧାରାବାହିକ ‘କସୌଟି ଜିନ୍ଦେଗୀ କି’ରେ ନାଏକ ସାଜିଥିବା ପାର୍ଥ ସମନ୍ଥାନ ଗୋଟିଏ ପରେ ଗୋଟିଏ ପ୍ରେମିକା ବଦଳାଉଛନ୍ତି। ନିକଟରେ ସେ ଏରିକାଙ୍କ...

କମଲା ହାରିସଙ୍କୁ ନେଇ ଏହି ବଲିଉଡ୍‌ ଅଭିନେତ୍ରୀଙ୍କ ଭବିଷ୍ୟବାଣୀ ସତ ହେଲା

ଭାରତର ମୂଳ ବାସିନ୍ଦା କମଲା ହାରିସ ଆମେରିକାର ଉପରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଆମେରିକା ଇତିହାସରେ ଉପରାଷ୍ଟ୍ରପତି ପଦରେ ବସିଥିବା କମଲା ହେଉଛନ୍ତି ପ୍ରଥମ ମହିଳା।...

କରୋନା ମୁକ୍ତ ହେଲେ ଉର୍ମିଳା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଉର୍ମିଳା ମାତୋଣ୍ଡକର ସୋସିଆଲ ମିଡିଆ ମାଧ୍ୟମରେ କରୋନା ନେଗେଟିଭ ହୋଇଥିବାର ସୂଚନା ଦେଇଛନ୍ତି। ନିକଟରେ ସେ କରୋନା ସଂକ୍ରମିତ ହୋଇଥିବା ସୂଚନା...

ବୋହୂ ଐଶ୍ୱର୍ଯ୍ୟାଙ୍କ ଫିଲ୍ମରେ କମ୍‌ବ୍ୟାକ୍‌ କରି ବଦଳିଥିଲା ଅମିତାଭଙ୍କ ଭାଗ୍ୟ

ବଲିଉଡ୍‌ ଫିଲ୍ମ ‘ମହବତେ’ ରିଲିଜ୍‌ ହେବା ଇତିମଧ୍ୟରେ ୨୦ ବର୍ଷ ହୋଇଯାଇଛି। ୨୭ ଅକ୍ଟୋବର ୨୦୦୦ରେ ଏହା ରିଲିଜ୍‌ ହୋଇଥିଲା। ଫିଲ୍ମଟି ବକ୍ସଅଫିସରେ ସୁପରହିଟ୍‌ ମଧ୍ୟ...

ବିକିନିକୁ ନା

କ୍ରିତି ସାନନ୍‌ ମାଇଣ୍ଡ ମେକ୍‌ଅପ କରିଛନ୍ତି, ବିକିନି ପିନ୍ଧି ସେ କେବେ ଶଟ୍‌ ଦେବେ ନାହିଁ। ତେଣିକି ଯେତେ ଅଫର ହାତରୁ ଖସିଗଲେ କିଛି ପର୍‌ବାୟ...

ଗର୍ଲଫ୍ରେଣ୍ଡ ମୋତେ ହୃଦୟରୁ ଜାଣିଛନ୍ତି କହିଲେ ଏହି ଅଭିନେତା

ମୁମ୍ବାଇ,୨ା୬: ଅର୍ଜୁନ କପୁର ଏବଂ ମଲାଇକା ଆରୋରା ସେମାନଙ୍କ ରୋମାନ୍ସକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଦୁଇଜଣ ଦୀର୍ଘଦିନ ଧରି ଡେଟ୍‌ରେ ରହି ଆସୁଛନ୍ତି। ଏକ...

ଓଲେ ଓଲେ ଗୀତରେ କୋରିଓଗ୍ରାଫର, ଅଭିନେତ୍ରୀଙ୍କ ଦମ୍‌ଦାର ଡ୍ୟାନ୍ସ: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସନ୍ଦୀପା ଧର ଓ କୋରିଓଗ୍ରାଫର ମେଲ୍‌ଭିନ ଲୁଇସ୍‌ଙ୍କ ଏକ ଡ୍ୟାନ୍ସ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି...

ସ୍ତ୍ରୀଙ୍କ ସହ ମଦ ପିଇବା ପୂର୍ବରୁ ମା’ଙ୍କ ଅନୁମତି ନେଇଥିଲେ ଗୋବିନ୍ଦା, ଶୁଣିବାକୁ ମିଳିଥିଲା ଏମିତି

ବଲିଉଡ ଅଭିନେତା ଗୋବିନ୍ଦା ଏକ ବଡ଼ ଖୁଲାସା କରିଛନ୍ତି। ସେ ସିମି ଗାରେୱାଲଙ୍କ ଚାଟ ଶୋ’ରେ ବଡ଼ ସୂଚନା ଦେଇଥିଲେ। ବହୁ ବର୍ଷ ପୂର୍ବେ ଗୋବିନ୍ଦା...

Advertisement


Archives

Model This Week