Posted inଖେଳ

ଏକ ଲଜ୍ଜାଜନକ ରେକର୍ଡର ଅଧିକାରୀ ହେଲେ ଧାଓ୍ବନ

କଲମ୍ବୋ,୩୦।୭: ଶ୍ରୀଲଙ୍କା ଗସ୍ତରେ ଭାରତୀୟ ଦଳର ଅଧିନାୟକ ଦାୟିତ୍ୱ ସମ୍ଭାଳିଥିଲେ ଶିଖର ଧାଓ୍ବନ। ତେବେ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ଟି -୨୦ରେ ତାଙ୍କ ନାମରେ ଏକ ଖରାପ ରେକର୍ଡ ନାମିତ ହୋଇଛି। ଶେଷ ଟି-୨୦ ମ୍ୟାଚ୍‌ରେ ଧାଓ୍ବନ ଖାତା ଖୋଲି ନ ପାରି ପାଭିଲିୟନକୁ ଫେରିଥିଲେ। ସେ ଇନିଂସର ପ୍ରଥମ ବଲ ଖେଳୁଥିବାବେଳେ ଦୁଷ୍ମାନତା ଚାମିରା ତାଙ୍କୁ ଆଉଟ୍‌ କରିଥିଲେ। ଧାୱନ ପ୍ରଥମ ଭାରତୀୟ ଅଧିନାୟକ ଭାବେ ‘ଗୋଲଡେନ ଡକ’ରେ ଆଉଟ୍‌ ହୋଇଥିଲେ।
କଲମ୍ବୋସ୍ଥିତ ଆର ପ୍ରେମଦାସା ଷ୍ଟାଡିୟମରେ ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଭାରତର ଅଧିନାୟକ ଶିଖର ଧାୱନ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ହୋଇଥିଲେ। ତେବେ ଏହି ନିଷ୍ପତ୍ତି ସଠିକ ପ୍ରମାଣିତ ହୋଇ ନ ଥିଲା ଏବଂ ଦଳ ୫ ଓଭର ମଧ୍ୟରେ ମାତ୍ର ୨୫ ରନରେ ୪ ଉଇକେଟ ହରାଇଥିଲା। ଧାୱନ ନିଜେ ଇନିଂସର ଚତୁର୍ଥ ବଲରେ ଆଉଟ ହୋଇଥିଲେ।
ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଧାୱନ ତାଙ୍କ କ୍ୟାରିୟରର ୬୮ ତମ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳୁଥିଲେ। ଏହାପୂର୍ବରୁ ସେ ଟି -୨୦ ଅନ୍ତର୍ଜାତୀୟ କ୍ୟାରିୟରରେ ମୋଟ ୧୭୫୯ ରନ ସ୍କୋର କରିଥିଲେ। ସେଥିରେ ୧୧ଟି ଅର୍ଦ୍ଧଶତକ ଅନ୍ତର୍ଭୁକ୍ତ। ଧାୱନଙ୍କ ଟି -୨୦ ଆନ୍ତର୍ଜାତୀୟ କ୍ୟାରିୟରରେ ଏହା ତାଙ୍କର ପ୍ରଥମ ଗୋଲ୍ଡେନ ଡକ ଥିଲାବେଳେ ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରରେ ତୃତୀୟ ଥର ପାଇଁ ଏହା ଘଟିଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri