Posted inଖେଳ

ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ବଡ଼ ପରିବର୍ତ୍ତନ

ଦୁବାଇ,୨୧।୭: ଭାରତ-ଶ୍ରୀଲଙ୍କା ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ସହିତ ବାଂଲାଦେଶ-ଜିମ୍ବାଓ୍ବେ ଓ ଦକ୍ଷିଣ ଆଫ୍ରିକା-ଆୟର୍ଲାଣ୍ଡ ଦିନିକିଆ ସିରିଜ୍‌ ଶେଷ ହେବା ପରେ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ଅଦଳବଦଳ ଦେଖିବାକୁ ମିଳିଛି। ଭାରତୀୟ ଓପନର ଶିଖର ଧାଓ୍ବନ ପୂର୍ବ ଅପେକ୍ଷା ୨ଟି ସ୍ଥାନ ଉପରକୁ ଉଠିଛନ୍ତି। ଏବେ ସେ ଦିନିକିଆ ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ୧୬ତମ ସ୍ଥାନ ଅଧିକାର କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ଅପରାଜିତ ୮୬ ରନ୍‌ର ଇନିଂସ ଖେଳିଥିଲେ ଧାଓ୍ବନ। ଏଥି ଯୋଗୁ ତାଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି ଆସିଛି। ଅନ୍ୟପକ୍ଷରେ ବିରାଟ କୋହଲି ଓ ରୋହିତ ଶର୍ମା ପୂର୍ବ ଭଳି ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ତାଲିକା ଶୀର୍ଷରେ ଅଛନ୍ତି ପାକିସ୍ତାନର ବାବର ଆଜାମ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜୁନିୟର ମହିଳା ହକି: ଡୁଙ୍ଗ୍‌ଡୁଙ୍ଗ୍‌ଙ୍କ ହ୍ୟାଟ୍ରିକ୍‌: ଚିଲିକୁ ହରାଇଲା ଭାରତ

ସାଣ୍ଟିଆଗୋ (ଚିଲି), ୧୯ା୧ (ପି.ଟି.)-ଷ୍ଟ୍ରାଇକର ବିୟୁଟି ଡୁଙ୍ଗ୍‌ଡୁଙ୍ଗ୍‌ଙ୍କ ହ୍ୟାଟ୍ରିକ ଗୋଲ ସହାୟତାରେ ଭାରତର ଜୁନିୟର ମହିଳା ହକି ଦଳ ୫-୩ ଗୋଲରେ ଚିଲିକୁ ପରାସ୍ତ କରିଛି।...

ବକ୍ସର ମନୀଷଙ୍କୁ ଅଲିମ୍ପିକ ଟିକେଟ୍‌

ଅମ୍ମନ (ଜୋର୍ଡାନ), ୧୧।୩ (ପି.ଟି.)- ବିଶ୍ୱ ବ୍ରୋଞ୍ଜ ପଦକ ବିଜେତା ମନୀଷ କୌଶିକ (୬୩ କିଗ୍ରା) ୯ମ ଭାରତୀୟ ବକ୍ସର ଭାବେ ଆଗାମୀ ଟୋକିଓ ଅଲିମ୍ପିକ୍ସକୁ...

ଲଙ୍ଗ୍‌ ଜମ୍ପ୍‌ରେ ମନୀଷାଙ୍କୁ ରୌପ୍ୟ

ଭୁବନେଶ୍ୱର, ୩।୧୧(ସ୍ପୋଟର୍‌ସ ବ୍ୟୁରୋ)- ଆନ୍ଧ୍ର ପ୍ରଦେଶର ଗୁଣ୍ଟୁରଠାରେ ଚାଲିଥିବା ୩୫ତମ ଜାତୀୟ ଜୁନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ପ୍ରଥମ ଦିନରେ ଓଡ଼ିଶାକୁ ସଫଳତା ମିଳିଛି। ୨୦ ବର୍ଷରୁ...

୨୦୦ କିଗ୍ରା ଭାର ଉଠାଇଲେ ମୀରାବାଈ

ପଟୟା, ୨୦।୯(ପି.ଟି.)- ପୂର୍ବତନ ଚାମ୍ପିୟନ ତଥା ଷ୍ଟାର୍‌ ଭାରୋତ୍ତୋଳିକା ମୀରାବାଈ ଚାନୁ (୪୯ କିଗ୍ରା) ତାଙ୍କ ଜାତୀୟ ରେକର୍ଡ ପ୍ରଦର୍ଶନଠାରୁ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ...

ସୁଲତାନ ଜୋହର କପ୍‌ ହକି :ଭାରତ-ବ୍ରିଟେନ ଫାଇନାଲ ମୁକାବିଲା

ଜୋହର ବାହରୁ(ମାଲେସିଆ), ୧୯।୧୦- ଏଠାରେ ଚାଲିଥିବା ସୁଲତାନ ଜୋହର କପ୍‌ ଜୁନିୟର ହକି ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ଭାରତ-ଗ୍ରେଟ୍‌ ବ୍ରିଟେନ ମ୍ୟାଚ ୩-୩ ଗୋଲରେ ଡ୍ର...

ମହିଳା ଟି୨୦ ବିଶ୍ୱକପ୍‌: ବାଂଲାଦେଶ ବିପକ୍ଷରେ ଅଷ୍ଟ୍ରେଲିଆର ସହଜ ବିଜୟ

କାନବେରା, ୨୭ା୨ (ପି.ଟି.)- ଚଳିତ ଆଇସିସି ମହିଳା ଟି୨୦ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆ ୮୬ରନରେ ବାଂଲାଦେଶକୁ ହରାଇ ଦେଇଛି। ଦଳକୁ ସହଜ ବିଜୟ ଦେବାରେ ଆଲିସା ହିଲି...

ଆଇଓସି ସଦସ୍ୟ ଭାବେ ବାତ୍ରା ନିର୍ବାଚିତ

ଲାଉସାନେ, ୨୭ା୬ (ପି.ଟି.)- ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ନରିନ୍ଦର ବାତ୍ରା ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ଜଣେ ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି।...

ଦିନିକିଆରେ ଓ୍ବିଲିୟମସନଙ୍କ ୬ ହଜାର ରନ୍‌

ଲଡର୍‌ସ,୩୦।୬- ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ପ୍ରଥମ ପରାଜୟ ବରଣ କରିଛି। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ୫୧...

Ten Cric Info
Advertisement


Archives

Model This Week

Why Dharitri