Posted inଖେଳ

ହୋଷ୍ଟ ଭାବେ ନୂଆ ଇନିଂସ ଆରମ୍ଭ କରିବେ ଧାଓ୍ବନ୍‌, କଲେ ବଡ଼ ଘୋଷଣା…

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟର ଶିଖର ଧାଓ୍ବନ୍‌ ଆସନ୍ତା ୨୦ରେ ନୂଆ ଚାଟ୍‌ ଶୋ’ ସହ ହୋଷ୍ଟ ଭାବେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହାର ନା ରହିଛି ‘ଧାଓ୍ବନ୍‌ କରେଙ୍ଗେ’। ଶୋ’ରେ ଅକ୍ଷୟ କୁମାର, ହରଭଜନ ସିଂ, ତାପସୀ ପନ୍ନୁ, ଭୁବନ ବାମ୍‌ ଏବଂ ଋଷଭ ବନ୍ତଙ୍କ ଭଳି ବିଶିଷ୍ଟ ଅତିଥିମାନେ ଯୋଗଦେବେ। ତେବେ ପ୍ରତିଟି ଏପିସୋଡ ତାଜା ଇନିଂସ ଭଳି ଖୋଲିବ, ଯାହାର କାହାଣୀକୁ ଦର୍ଶକଙ୍କ ସହ ଶେୟାର କରିବା ଲାଗି ଅପେକ୍ଷା କରି ରହିଛି ବୋଲି ଧାଓ୍ବନ କହିଛନ୍ତି। ଗୁରୁବାର ‘ଧାଓ୍ବନ୍‌ କରେଙ୍ଗେ’ର ପ୍ରୋମୋ ରିଲିଜ କରାଯାଇଛି। ଓ୍ବାନ୍‌ ଡିଜିଟାଲ୍‌ ଏଣ୍ଟରଟେନ୍‌ମେଣ୍ଟ ଦ୍ୱାରା ନିର୍ମିତ ଏବଂ ପ୍ରଯୋଜିତ ଏହି ଶୋ’ ଜିଓ ସିନେମା ପ୍ରିମିୟମରେ ପ୍ରସାରିତ ହେବ।

 

View this post on Instagram

 

A post shared by JioCinema (@officialjiocinema)


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଆରମ୍ଭ ହୋଇଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ୨.୦! ଆମେରିକା ଆକ୍ରମଣର ଜବାବ ଦେଲା ଇରାନ, ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ, ୨୬।୫: ଗଲ୍ଫ ଅଞ୍ଚଳରେ ଚାଲିଥିବା ବିବାଦ ଶେଷ ହେବାର ଆଶା ଦେଖାଯାଉଥିବା ବେଳେ ହଠାତ୍‌ ଆମେରିକା ପକ୍ଷରୁ ହୋଇଥିବା ଆକ୍ରମଣ ପୁଣି ଥରେ ସେଠାରେ ଗୋଳା-ବାରୁଦର…

ବିଇଓ ଶୁଭମ ପତିଙ୍କ ବଦଳି ବାତିଲ ଦାବି: ଉପଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ପଦ୍ମପୁର,୨୬।୫ (ପ୍ରଦୀପ୍ତ ଦାଶ): ପାଇକମାଳ ବ୍ଲକର ଅତିରିକ୍ତ ଦାୟିତ୍ୱରେ ଥିବା ବ୍ଲକ ଶିକ୍ଷା ଅଧିକାରୀ ଶୁଭମ ପତିଙ୍କ ବଦଳି ନିର୍ଦ୍ଦେଶକୁ ବାତିଲ କରିବା ଦାବି ଏବେ ଜୋର…

ଦାଣ୍ଡରେ ପଡି ହାଟରେ ଗଡିଲା ଭାଜପାର ଗୋଷ୍ଠୀ କନ୍ଦଳ: ଫଳକରେ ଏମ୍‌ପିଙ୍କ ନାମ ନଥିବାରୁ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମଥର ଭାଜପା ସରକାରକୁ ଆସିଥିବା ବେଳେ କିପରି ଦଳ ସୁଦୃଢ ହେବ, ସଂଗଠନ ବଢିବ ସେନେଇ ଜାତୀୟସ୍ତରରୁ ଆରମ୍ଭକରି ରାଜ୍ୟସ୍ତରର ନେତାମାନେ…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri