ପାଓ୍ବରପ୍ଲେରେ ଧୋଇଲେ ମୟଙ୍କ, ଶିଖର

ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦ୍ୱାରା ଧାର୍ଯ୍ୟ ୨୦୬ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ପଞ୍ଜାବ କିଙ୍ଗ୍ସକୁ ପାଓ୍ବାରପ୍ଲେରେ ବିସ୍ଫୋରକ ଆରମ୍ଭ ଦେଇଛନ୍ତି ଶିଖର ଧାଓ୍ବନ ଏବଂ ମୟଙ୍କ ଅଗ୍ରଓ୍ବାଲ। ଦୁହେଁ ୬ ଓଭରରେ ୬୪ ରନ୍‌ କରିଛନ୍ତି। ମୟଙ୍କ ୨୦ ବଲରେ ୩୧ (୨ ଲେଖାଏ ଚୌକା ଓ ଛକା) ଏବଂ ଧାଓ୍ବନ ୧୫ ବଲରେ ୨୩ (୪ ଚୌକା) ରନ୍‌ କରି ଖେଳୁଛନ୍ତି। ଏବେ ଦଳକୁ ଜିତିବା ପାଇଁ ୮୪ ବଲରେ ୧୪୨ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବା ବୟସରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କଲେ ପେସର

ହରାରେ, ୭ା୫ : ଯେଉଁ ବୟସରେ ପ୍ରାୟ କ୍ରିକେଟର ଅବସର ଘୋଷଣା କରନ୍ତି, ସେହି ବୟସରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି ପାକିସ୍ତାନ ପେସର ତାବିଶ...

ସଚିନଙ୍କୁ ଆଉଟ୍‌ କରିବା ପରେ ଅଟୋଗ୍ରାଫ୍‌ ପାଇଁ ଆସିଥିଲେ ବ୍ରାଡ୍‌ ହଗ୍‌; ବାର୍ତ୍ତା ଦେଖି ହୋଇଥିଲେ ଚକିତ

ନୂଆଦିଲ୍ଲୀ,୧୨।୫: ଭାରତର ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକରଙ୍କ ବହୁତ ପ୍ରଶଂସକ ଅଛନ୍ତି। ସାଧାରଣ ଲୋକଟିଏ ହେଉ ଅଥବା କ୍ରିକେଟଜଗତ ସହ ଜଡ଼ିତ ବ୍ୟକ୍ତି ସଚିନଙ୍କ ଗୋଟିଏ...

ଇତିହାସ ରଚିଲା ହିମାଚଳ ପ୍ରଦେଶ

ଜୟପୁର,୨୬।୧୨: ତାମିଲନାଡୁ ଭଳି ଶକ୍ତିଶାଳୀ ଦଳକୁ ହରାଇ ଇତିହାସ ରଚିଛି ହିମାଚଳ ପ୍ରଦେଶ। ଶୁଭମ ଆରୋରାଙ୍କ ଅପରାଜିତ ଶତକ ବଳରେ ହିମାଚଳ ପ୍ରଦେଶ ହାତେଇଛି ବିଜୟ...

କୋଲକାତାରେ ସିଏଏ ବିକ୍ଷୋଭ : ଚିନ୍ତାରେ ଆଇପିଏଲ ଫ୍ରାଞ୍ଚାଇଜ୍‌

ନୂଆଦିଲ୍ଲୀ,୧୬।୧୨- ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ସମଗ୍ର ଦେଶରେ ବିରୋଧ କରାଯାଉଛି। ଏଥିଯୋଗୁ ପଶ୍ଚିମବଙ୍ଗ ପ୍ରବଳ ପ୍ରଭାବିତ ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପୋଡ଼ାଜଳା ହୋଇଥିବା...

୩ ଦିନ ପରେ ହେବାର ଥିଲା ମ୍ୟାଚ୍‌;ଚୋର ନେଇଗଲେ ଖେଳାଳିଙ୍କ ବ୍ୟାଗ୍‌

କୁଇନ୍ସଲ୍ୟାଣ୍ଡ,୪।୧୦: ଯଦି କୌଣସି ଦଳକୁ ୩ ଦିନ ପରେ କ୍ରିକେଟ ମ୍ୟାଚ ଖେଳିବାକୁ ପଡିବ ଏବଂ ଏହାର ଖେଳାଳିଙ୍କ କିଟ ବ୍ୟାଗ ଚୋରି ହୁଏ, ତେବେ...

ଭୁବନେଶ୍ୱରରେ ଭାରତୀୟ ହକି ଟିମ୍‌

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ହକି ବିଶ୍ବକପ ଖେଳିବା ପାଇଁ ମଙ୍ଗଳବାର ଭାରତୀୟ ହକି ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ଭାରତୀୟ ଟିମକୁ ଜୋରଦାର...

ଦଳରେ ସନ୍ତୁଳନ ରହିଛି: କୋଚ୍‌ ଗ୍ରାହମ ରିଡ୍‌

ଭୁବନେଶ୍ୱର,୨୮।୫(ସ୍ପୋଟର୍‌ସ ବ୍ୟୁରୋ)- ଏହି ଟୁର୍ନାମେଣ୍ଟରେ ଭାରତ ଭଲ ପ୍ରଦର୍ଶନ କରି ଶୀର୍ଷରେ ରହିବ ବୋଲି ହେଡ୍‌ କୋଚ୍‌ ଗ୍ରାହମ ରିଡ୍‌ କହିଛନ୍ତି। କୋଚ୍‌ ହିସାବରେ ପ୍ରଥମଥର...

ଏମିତି ଜିତିଲେ ଭାରତ ହେବ ବିଶ୍ୱର ନମ୍ବର-୧

ପୁଣେ,୨୩।୩: ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜରେ ଇଂଲଣ୍ଡକୁ ୩-୨ରେ ପରାସ୍ତ କରିବା ପରେ ଏବେ ଟିମ ଇଣ୍ଡିଆ ଏକଦିବସୀୟ ସିରିଜ ଉପରେ ନଜର...

Advertisement
Archives

Model This Week