ପାଓ୍ବରପ୍ଲେରେ ଧୋଇଲେ ମୟଙ୍କ, ଶିଖର

ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦ୍ୱାରା ଧାର୍ଯ୍ୟ ୨୦୬ ରନ୍‌ର ବିଜୟ ଲକ୍ଷ୍ୟ ପିଛା କରୁଥିବା ପଞ୍ଜାବ କିଙ୍ଗ୍ସକୁ ପାଓ୍ବାରପ୍ଲେରେ ବିସ୍ଫୋରକ ଆରମ୍ଭ ଦେଇଛନ୍ତି ଶିଖର ଧାଓ୍ବନ ଏବଂ ମୟଙ୍କ ଅଗ୍ରଓ୍ବାଲ। ଦୁହେଁ ୬ ଓଭରରେ ୬୪ ରନ୍‌ କରିଛନ୍ତି। ମୟଙ୍କ ୨୦ ବଲରେ ୩୧ (୨ ଲେଖାଏ ଚୌକା ଓ ଛକା) ଏବଂ ଧାଓ୍ବନ ୧୫ ବଲରେ ୨୩ (୪ ଚୌକା) ରନ୍‌ କରି ଖେଳୁଛନ୍ତି। ଏବେ ଦଳକୁ ଜିତିବା ପାଇଁ ୮୪ ବଲରେ ୧୪୨ ରନ୍‌ ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

କୋଏମ୍ୟାନ ବାର୍ସିଲୋନାର ନୂଆ କୋଚ୍‌

ବାର୍ସିଲୋନା, ୨୦।୮(ଏପି)- ନେଦରଲାଣ୍ଡ୍ସର ରୋନାଲ୍ଡ କୋଏମ୍ୟାନ ବାର୍ସିଲୋନାର ନୂଆ କୋଚ୍‌ ନିଯୁକ୍ତ ହୋଇଛନ୍ତି। ବୁଧବାର ଏହା କ୍ଲବ ପକ୍ଷରୁ ବିଧିବଦ୍ଧଭାବେ ଘୋଷଣା କରାଯାଇଛି। ଚାମ୍ପିୟନ୍ସ ଲିଗ୍‌ର...

ସଚିନଙ୍କ ଆଉ ଏକ ରେକର୍ଡ ଭାଙ୍ଗିବା ଅପେକ୍ଷାରେ କୋହଲି

କାନବେରା, ୧।୧୨ : ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ରହିଛି ଏକ ବଡ଼ ରେକର୍ଡ ହାସଲ କରିବାର ସୁଯୋଗ। ବିଶ୍ୱର ଏହି ମହାନ...

ଦିବରାତ୍ର ଟେଷ୍ଟ: ଇନିଂସ ପରାଜୟ ଏଡାଇବା ଲାଗି ପାକିସ୍ତାନର ସଂଘର୍ଷ

ଆଡିଲେଡ, ୧।୧୨(ଏଏଫ୍‌ପି)- ଆଡିଲେଡ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ଦିବାରାତ୍ର ଭିତ୍ତିକ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନ ଇନିଂସ ପରାଜୟ ଏଡାଇବା ପାଇଁ...

ଓସିଏ ନିର୍ବାଚନ: ହେବ କଡା ଟକ୍କର; ନିର୍ଣ୍ଣାୟକ ଭୂମିକା ନେବ ସ୍କୁଲ, କଲେଜ, ମ୍ୟାଜିକ ନମ୍ବରକୁ ନେଇ ଅଙ୍କକଷା

କଟକ ଅଫିସ,୧୮ା୯- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ଆଗାମୀ କର୍ମକର୍ତ୍ତା ନିର୍ବାଚନରେ କଡ଼ା ଟକ୍କର ହେବାନେଇ ସମ୍ଭାବନା ଦୃଢ଼ୀଭୂତ ହେବାରେ ଲାଗିଛି। ମଙ୍ଗଳବାର ଓସିଏର ପୂର୍ବତନ ସମ୍ପାଦକ...

ଫୁଟବଲ ଟେକ୍ନିକ ସୁଧାରିଲେ ୯୬ ଖେଳାଳି

ଭୁବନେଶ୍ୱର, ୨୭।୫(କ୍ରୀଡ଼ା ପ୍ରତିନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଗତ ଏପ୍ରିଲ ୨୮ରୁ ଆରମ୍ଭ ହୋଇଥିବା ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିର ରବିବାର ଉଦ୍‌ଯାପିତ ହୋଇଛି।...

ଧୋନୀ ମ୍ୟାଚ୍‌ ଜିତାଇବା ଦେଖି ଚେୟାର୍‌ ଉପରୁ ଡେଇଁ ପଡିଲେ କୋହଲି : ଆଉ ତା’ପରେ

ଦୁବାଇ,୧୧।୧୦: ଆଇପିଏଲ ୨୦୨୧ରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍‌କେ) ପ୍ରଥମ ଦଳ ଭାବରେ ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ଯୋଗ୍ୟତା ପର୍ଯ୍ୟାୟରେ ସିଏସ୍‌କେ ଦିଲ୍ଲୀ କ୍ୟାପିଟାଲ୍ସକୁ...

ଏହି କ୍ରିକେଟର୍‌ଙ୍କ ବଦଳିଗଲା ଭାଗ୍ୟ, ବେତନ ୪୦୦୦ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧।୧୨: ଆଇପିଏଲ୍‌ ୨୦୨୨ ପାଇଁ ରିଟେସନ୍‌ ତାଲିକା ବାହାରିଛି। ପଞ୍ଜାବ ବ୍ୟତୀତ ପ୍ରାୟ ସମସ୍ତ ଫ୍ରାଞ୍ଚାଇଜ ସେମାନଙ୍କର ମୂଳ ଖେଳାଳିଙ୍କୁ ବଜାୟ ରଖିଛନ୍ତି। ଅନେକ ଦଳ...

୧୪୫ କିମି ବେଗରେ ପଡିଲା ବଲ୍‌, ବ୍ୟାଟ୍ସମ୍ୟାନ୍‌ଙ୍କ ହେଲା ଏମିତି ଅବସ୍ଥା

କଲମ୍ବୋ,୧୫।୧: ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମଧ୍ୟରେ ଇଂଲଣ୍ଡରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଏକ ବିରଳ ଘଟଣା ଦେଖିବାକୁ ମିଳିଥିଲା। ଇଂଲଣ୍ଡର ପେସ ବୋଲର ମାର୍କ...

Advertisement
Archives

Model This Week