କେନ୍ଦୁପତ୍ର ଫଡ଼ିରେ ଶ୍ରମିକ ରୂପେ କାମ କରୁଛନ୍ତି ପିଲା

ମାଥିଲି,୨୬।୪ (ଡି.ଏନ.ଏ.) ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ଧୂଙ୍ଗିଆପୁଟ ପଞ୍ଚାୟତରେ ସରକାରୀ କେନ୍ଦୁପତ୍ର ଫଡ଼ିରେ ଶିଶୁ ଶ୍ରମିକଙ୍କୁ ନିୟୋଜିତ କରି କାର୍ଯ୍ୟ କରାଯାଉଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାର ଆଦିବାସୀଙ୍କ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେମାନଙ୍କ ପିଲାମାନେ ଯେପରି ପାଠପଢି ଉଚ୍ଚ ଶିକ୍ଷିତ ହେବେ ସେନେଇ ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ଏଥିରୁ ସୁଫଳ ସେମାନେ ପାଉନାହାନ୍ତି। ପରିବାରର ଆର୍ଥତ୍କ ସମସ୍ୟା ଦୂରକରିବା ଲାଗି ସେମାନେ ବିଭିନ୍ନ କାର୍ଯ୍ୟରେ ନିଜକୁ ସାମିଲ କରୁଛନ୍ତି। ଧୂଙ୍ଗିଆପୁଟ ଗ୍ରାମର ପିଲାମାନେ ପାଠ ପଢିବାକୁ ସ୍କୁଲ ଯିବା ବଦଳରେ ଏଠାରେ କେନ୍ଦୁପତ୍ର ଫଡିରେ କାର୍ଯ୍ୟ କରୁଛନ୍ତି। ସେମାନଙ୍କୁ ଦାୟିତ୍ୱରେ ଥିବା କର୍ମଚାରୀ ଅଳ୍ପ କିଛି ଟଙ୍କା ଦେଇ ଟାଣଖରାରେ ଦିନ ସାରା କାର୍ଯ୍ୟ କରାଉଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି।…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର…

ଏଣ୍ଟ୍ରାନ୍ସ ଦେବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri