ଗର୍ଭବତୀ ଆଲିଆଙ୍କ ଇଚ୍ଛା ପୂରଣ କଲେ ଶିଳ୍ପା

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଆଜିକାଲି ସେ ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମଟି ମଧ୍ୟ ଏକ ସୁପରହିଟ ସାବ୍ୟସ୍ତ ହୋଇଛି। ସାରା ବିଶ୍ୱରେ ୩୦୦ କୋଟି ବ୍ୟବସାୟ କରିଛି। ଫିଲ୍ମ ପ୍ରମୋଶନରେ ବ୍ୟସ୍ତ ଥିବା ଆଲିଆ ମଧ୍ୟ ନିଜର ବିଶେଷ ଯତ୍ନ ନେଉଛନ୍ତି। ଆଲିଆଙ୍କୁ ଏବେ ଚଟ୍‌ପଟା ଖାଦ୍ୟ ଖାଇବାକୁ ଇଚ୍ଛା ହେଉଛି। ତାଙ୍କ ଇଚ୍ଛାକୁ ପୂରଣ କରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ। ଶିଳ୍ପା ଆଲିଆଙ୍କ ପାଇଁ ଟେଷ୍ଟି ପିଜାଙ୍କୁ ତାଙ୍କ ଘରକୁ ପଠାଇଥିଲେ।
ସୋସିଆଲ ମିଡିଆରେ ପିଜା ଫଟୋ ଶେୟାର କରି ଆଲିଆ ଶିଳ୍ପାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ତାଙ୍କ ଇନ୍‌ଷ୍ଟାଗ୍ରାମ ଷ୍ଟାଟସରେ ଫଟୋ ଡେୟାର କରି ଆଲିଆ ଲେଖିଛନ୍ତି- ‘ମୋର ପ୍ରିୟ ଶିଳ୍ପା ଶେଟ୍ଟୀଙ୍କୁ ସୁମଧୁର ପିଜା ପାଇଁ ଧନ୍ୟବାଦ। ମୁଁ ଖାଇଥିବା ଏହା ହେଉଛି ସର୍ବଶ୍ରେଷ୍ଠ ପିଜା।
ଶିଳ୍ପା ମଧ୍ୟରେ ଏଥିରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ତୁମେ ଏହାକୁ ପସନ୍ଦ କରିଥିବାରୁ ମୁଁ ବହୁତ ଖୁସି। କିଛି ଦିନ ପୂର୍ବରୁ ଆଲିଆ ପିଜା ଖାଇବା ଇଚ୍ଛା ବିଷୟରେ କହିଥିଲେ। ସେ ସୋସିଆଲ ମିଡିଆରେ ପୋଷ୍ଟ କରି ମୁମ୍ବାଇର ସର୍ବଶ୍ରେଷ୍ଠ ପିଜା ସ୍ଥାନ ବିଷୟରେ ପଚାରିଥିଲେ।
ଆଲିଆ ଖୁବ୍‌ ଶୀଘ୍ର କରନ ଜୋହରଙ୍କ ଫିଲ୍ମ ରକି ଔର୍‌ ରାନୀଙ୍କ ପ୍ରେମ କାହାଣୀରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ମୁଥୁଟ ଫିନକର୍ପ (Muthoot Fincorp) ସହିତ ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛି BCCI, ଜାଣନ୍ତୁ ଏହା କ’ଣ

ନୂଆଦିଲ୍ଲୀ,୨୭।୯: ଭାରତୀୟ କ୍ରିକେଟ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ, ‘ମୁଥୁଟ ଫିନକର୍ପ ଲିମିଟେଡ’ (Muthoot Fincorp Limited) ଭାରତରେ ଖେଳାଯାଉଥିବା ଘରୋଇ କ୍ରିକେଟ ମ୍ୟାଚଗୁଡ଼ିକ ପାଇଁ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?