ଓଟିଟିରେ ଧମାଲ କରିବେ ଶିଳ୍ପା

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ସେ ତାଙ୍କ ବକ୍ତିଗତ ଜୀବନ ସହ ବୃତ୍ତିଗତ ଜୀବନକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ବର୍ତ୍ତମାନ ସେ ଓଟିଟିରେ ଧମାଲ କରିବାକୁ ପ୍ରସ୍ତୁତ ଅଛନ୍ତି। ନିର୍ଦ୍ଦେଶକ ରୋହିତ ଶେଟ୍ଟୀଙ୍କ ଫିଲ୍ମ ‘ଇଣ୍ଡିଆନ ପୋଲିସ ଫୋର୍ସ’ ରେ ସେ ତାଙ୍କର ଡିଜିଟାଲ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ‘ଇଣ୍ଡିଆନ ପୋଲିସ ଫୋର୍ସ’ ହେଉଛି ଏକ ୱେବ ସିରିଜ୍‌,। ଏହି ୱେବ୍‌ ସିରିଜ୍‌ରେ ସିଦ୍ଧାର୍ଥ ମଲହୋତ୍ରା ଏବଂ ବିବେକ ଓବରୋଇ ମଧ୍ୟ ଅଭିନୟ କରିବେ। ଶିଳ୍ପାଙ୍କ ପରି ସିଦ୍ଧାର୍ଥ-ବିବେକ ମଧ୍ୟ ତାଙ୍କର ଓଟିଟି ଡେବ୍ୟୁ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ କାହିଁକି ଭାଇରାଲ ହେଲା ଟ୍ରମ୍ପଙ୍କ ପୁରୁଣା ବୟାନ? ଜାଣନ୍ତୁ କ’ଣ କହିଛନ୍ତି ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୩୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ୧୯୮୭ ମସିହାର ଏକ ପୁରୁଣା ସାକ୍ଷାତକାର ଶେୟାର କରିଛନ୍ତି, ଯେଉଁଥିରେ ସେ ଇରାନ ସମ୍ପର୍କରେ ଅତ୍ୟନ୍ତ ଆକ୍ରମଣାତ୍ମକ…

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri