‘ଅକ୍ଷୟ ମୋତେ ବ୍ୟବହାର କରି…’ ବ୍ରେକ୍‌ଅପ୍‌ ପରେ ଶିଳ୍ପା…

ବମ୍ବେ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ସଫଳ ଅଭିନେତାଙ୍କ ମଧ୍ୟରୁ ଜଣେ। ସେ ନିଜର କର୍ମ ଜୀବନ ସହ ବ୍ୟକ୍ତିଗତ ଜୀବନ ମଧ୍ୟରେ ସମନ୍ବୟ ରଖିଥାନ୍ତି। ହେଲେ ବିଗତ ଦିନ ଦେଖିଲେ ଅନେକ ଅଭିନେତ୍ରୀଙ୍କ ସହ ତାଙ୍କ ନାମ ଯୋଡ଼ି ହୋଇଛି। ସେଥିରେ ରବିନା ଟଣ୍ଡନ, ପୂଜା ବତ୍ରା ଏବଂ ଶିଳ୍ପା ସେଟ୍ଟୀଙ୍କ ନାମ ସାମିଲ ରହିଛି।

ଅକ୍ଷୟ-ଶିଳ୍ପାଙ୍କ ବିଷୟରେ କଥା ହେଲେ ୯୦ ଦଶକରେ ଫିଲ୍ମ ‘ମୈ ଖିଲାଡ଼ି ତୁ ଅନାଡ଼ି’ରେ ଏକାଠି କାମ କରିଥିଲେ। ଏହାପରେ ୧୯୯୭ରେ ଫିଲ୍ମ ‘ଇନ୍‌ସାଫ’ ସମୟରେ ଉଭୟଙ୍କ ଲଭ୍‌ଷ୍ଟୋରୀ ଆରମ୍ଭ ହୋଇଥିଲା। ହେଲେ ୨୦୦୦ରେ ସେମାନଙ୍କ ସମ୍ପର୍କ ଶେଷ ହୋଇଯାଇଥିଲା। ଅକ୍ଷୟ ଧୋକା ଦେଇଥିବା ନେଇ ଶିଳ୍ପା ଅଭିଯୋଗ କରିଥିଲେ। ଯେତେବେଳେ ଟ୍ବୁଙ୍କିଲଙ୍କ ବିଷୟରେ ସେ ଜାଣିଲେ ଭାଙ୍ଗି ପଡ଼ିଥିଲେ ବୋଲି ଶିଳ୍ପା କହିଥିଲେ। ଅକ୍ଷୟଙ୍କ ପ୍ରତାରଣା ଯୋଗୁ ତାଙ୍କ ସହ କେବେ ବି ଫିଲ୍ମ ନ କରିବାକୁ ନିଶ୍ଚୟ କରିଥିଲେ ଶିଳ୍ପା।

ଏବେ ଅକ୍ଷୟ ଏବଂ ଶିଳ୍ପା ଉଭୟ ବିବାହ କରିସାରିଛନ୍ତି। ୨୦୦୧ ଜାନୁୟାରୀ ୧୭ରେ ଟ୍ବିଙ୍କିଲଙ୍କୁ ଅକ୍ଷୟ ବିବାହ କରିଥିଲେ। ଏବେ ଉଭୟଙ୍କ ଦୁଇ ସନ୍ତାନ ରହିଛି। ସେହିଭଳି ଶିଳ୍ପା ୨୦୦୯ ଫେବୃୟାରୀରେ ରାଜ କୁନ୍ଦ୍ରାଙ୍କୁ ବିବାହ କରିଥିଲେ। ଉଭୟଙ୍କର ମଧ୍ୟ ଦୁଇ ସନ୍ତାନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri