ଏହି ମହିଳାଙ୍କୁ ପ୍ରଥମଥର ଦେଖି କାନ୍ଦିଥିଲେ ଶିଳ୍ପା ସେଟ୍ଟୀ

ବଲିଉଡର କିମ୍ବଦନ୍ତୀ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ ଘଟିଛି। ବଲିଉଡ୍‌ରେ ‘ମାଷ୍ଟରଜୀ’ ଭାବେ ପରିଚିତ ସରୋଜଙ୍କ ମୃତ୍ୟୁ ପରେ ଇଣ୍ଡଷ୍ଟ୍ରୀର ଅନେକ କଳାକାର ତାଙ୍କୁ ଶେଷ ବିଦାୟ ଦେଇଛନ୍ତି। ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଶିଳ୍ପା ନିଜ ଇନ୍‌ଷ୍ଟାଗ୍ରାମରେ ସରୋଜଙ୍କ ସହ ଏକ ପୁରୁଣା ଫଟୋ ଶେୟାର କରି କହିଛନ୍ତି, ଆଉ ଜଣେ କିମ୍ବଦନ୍ତୀ ଆମକୁ ଛାଡ଼ିଗଲେ। କିତାବେଁ(ବାଜିଗର୍‌) କୋରିଓଗ୍ରାଫି ସମୟରେ ତାଙ୍କୁ ପ୍ରଥମେ ଭେଟିଥିଲି। ସେହି ମୁହୂର୍ତ୍ତକୁ କେବେ ଭୁଲି ପାରିବି ନାହିଁ। ପ୍ରଥମେ ତାଙ୍କୁ ଦେଖି କାନ୍ଦି ପକାଇଥିଲି। ମୁଁ ବିଶ୍ୱାସ କରି ନ ଥିଲି ଯେ ସେ ପ୍ରକୃତରେ ମୋ ସାମ୍ନାରେ ଠିଆ ହୋଇଛନ୍ତି। ଗୋଟିଏ ପରେ ହିଟ୍‌ ଗୀତ ତାଙ୍କ ସହ କରିଥିଲି ବୋଲି ଶିଳ୍ପା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri