ହ୍ବିଲ୍‌ ଚେୟାରରେ ବସି ଯୋଗ କଲେ ଶିଳ୍ପା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ନିଜର ଲୁକ୍‌ ଏବଂ ଫିଟ୍‌ନେସକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରୁହନ୍ତି। ନିକଟରେ ଏକ ଫିଲ୍ମର ଶୁଟିଂ ସମୟରେ ଅଭିନେତ୍ରୀ ବାମ ଗୋଡ ଆଘାତ ଲାଗିବା ଘଟଣା ତାଙ୍କ ପ୍ରଶଂସକଙ୍କୁ ଦୁଃଖିତ କରିଥିଲା। ଏପରିକି ସେ ହ୍ବିଲ୍‌ ଚେୟାରରେ ସୋସିଆଲ ମିଡିଆରେ ଫଟୋ ଶେୟାର କରିଥିଲେ, ଯେଉଁଥିରେ ତାଙ୍କ ଗୋଡ ଫ୍ଲାଷ୍ଟର କରାଯାଇଥିଲା। ହେଲେ ଏବେ ଆଉ ଏକ ଫଟୋ ଶେୟାର କରିଛନ୍ତି ଶିଳ୍ପା। ସେହି ଫଟୋରେ ଗୋଡରେ ଆଘାତ ଲାଗିଥିବା ସତ୍ତ୍ୱେ ସେ ଯୋଗ କରୁଥିବା ନଜର ଆସିଛନ୍ତି। ତେବେ ଫଟୋ ଶେୟାର କରି କ୍ୟାପ୍‌ସନରେ ଲେଖିଛନ୍ତି, ଆଘାତ ମୋତେ ମୋର ନିତ୍ୟ ବ୍ୟବହାର୍ଯ୍ୟ ଉପଭୋଗ କରିବାରେ କାହିଁକି ଅଟକାଇବ? ଏହାସହ ସେ ଯୋଗ କରିଥିବା ଆସନର ଉପକାରିତା ମଧ୍ୟ ତାଲିକାଭୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri