ଏରୋଟିକ୍‌, ପର୍ନ ନୁହେଁ; ମୋ ସ୍ବାମୀ ନିର୍ଦ୍ଦୋଷ: ଶିଳ୍ପା ସେଟ୍ଟୀ

ବମ୍ବେ: ସ୍ବାମୀ ରାଜ କୁନ୍ଦ୍ରା ଅଶ୍ଳିଳ ଭିଡିଓ ନିର୍ମାଣ ମାମଲାରେ ଛନ୍ଦି ହେବା ପରେ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସମ୍ପୃକ୍ତି ଏବେ ସନ୍ଦେହ ଘେରରେ। ଜୁଲାଇ ୧୯ରେ ରାଜ୍‌ଙ୍କୁ ପୋଲିସ ଗିରଫ କରି ଘଟଣାର ତଦନ୍ତ କରୁଛି। ବର୍ତ୍ତମାନ ତାଙ୍କ ପୋଲିସ ହେପାଜତ ଅବଧିକୁ ଜୁଲାଇ ୨୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଅପରପକ୍ଷେ ଶିଳ୍ପା ସ୍ବାମୀଙ୍କ ସପକ୍ଷରେ ଏବେ ମୁହଁ ଖୋଲିଛନ୍ତି।

ନିଜ ବୟାନରେ ଶିଳ୍ପା ସ୍ବାମୀ ହଟ୍‌ଶଟ୍ସ ଆପ୍‌ରେ ଉପଲବ୍ଧ ବିଷୟବସ୍ତୁ ବିଷୟରେ ଅବଗତ ନ ଥିବା କହିଛନ୍ତି। ସେ ନିର୍ଦ୍ଦୋଷ। ଏହାଛଡ଼ା ଏରୋଟିକ୍‌, ପର୍ନ(ଅଶ୍ଳିଳତା)ଠାରୁ ଭିନ୍ନ ଅଟେ। ରାଜ୍‌ ଏଭଳି କରିବାରେ ଜଡ଼ିତ ନଥିବା ସେ ପୋଲିସ ନିକଟରେ କହିଛନ୍ତି।

ତେବେ ଶିଳ୍ପାଙ୍କ ବାସଭବନରେ ପୋଲିସ ଚଢ଼ାଉ କରି ଏକ ହାର୍ଡ ଡିସ୍କ ଓ କମ୍ପ୍ୟୁଟର ଜବତ କରିଛି। ଏହି ସମୟରେ ତାଙ୍କୁ କୁନ୍ଦ୍ରାଙ୍କ ମାଲିକାନାରେ ଥିବା ଭିଆନ୍‌ ଇଣ୍ଡଷ୍ଟ୍ରିଜ୍‌ରୁ ଇସ୍ତଫା କାହିଁକି ଦେଲେ ବୋଲି ପଚରାଯାଇଥିଲା। ହେଲେ ଏଯାବତ ଅଭିନେତ୍ରୀଙ୍କ ସମ୍ପୃକ୍ତି ନେଇ କୌଣସି ଠୋସ ପ୍ରମାଣ ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

ଫୋନ ଉଠାଇଲେ ଟଙ୍କା ମାଗୁଛନ୍ତି: ଧର୍ମଗଡ଼ ରେଞ୍ଜରଙ୍କ ବିସ୍ଫୋରକ ବୟାନକୁ ନେଇ ହଇଚଇ

ଭବାନୀପାଟଣା,୧୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କଅଁର ଗୁରୁବାର ଏକ ବିସ୍ପୋରକ ବୟାନ ଦେଇଛନ୍ତି। ଖବରଦାତାମାନେ ତାଙ୍କୁ ଫୋନ କଲେ ସେ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ…

ବୈଭବ ସୂର୍ଯ୍ୟବଂଶୀଙ୍କ ଲଢ଼େଇ ଉପରେ ବିସିସିଆଇ ଦେଲା ଏଭଳି ବୟାନ, ସମସ୍ତେ ଚକିତ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ’ଏ’ ଦଳ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି, ଯେଉଁଠାରେ ତ୍ରିଦେଶୀୟ ସିରିଜ (ଟ୍ରାଇ-ନେସନ ସିରିଜ) ଖେଳାଯାଉଛି। ଏହି ସିରିଜରେ ଶ୍ରୀଲଙ୍କା ‘ଏ’ ଏବଂ…

ରାଷ୍ଟ୍ରପତି ଭବନରେ ଓଡ଼ିଆ ସଂସ୍କୃତିର ଝଲକ: ଚିରସ୍ରୋତାଙ୍କ ‘ଆହେ ନୀଳ ଶଇଳ’ ନୃତ୍ୟରେ…

ସାକ୍ଷୀଗୋପାଳ,୧୮ା୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପ୍ରତିଟି ଓଡ଼ିଆ ଘରର ପାରମ୍ପରିକ ରଜ ଉତ୍ସବର ମାହୋଲ ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନରେ ଦେଖିବାକୁ ମିଳିଛି। ତିନି ଦିନ ବ୍ୟାପି ରଙ୍ଗାରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri