କରୋନା ଆକ୍ରାନ୍ତ ସ୍ବାମୀଙ୍କୁ ଦେଖି ଏମିତି ପ୍ରେମ ପ୍ରକାଶ କଲେ ଶିଳ୍ପା ସେଟ୍ଟୀ

କରୋନାରେ କେବଳ ସାଧାରଣ ଲୋକ ନୁହଁନ୍ତି, ସେଲିବ୍ରିଟିମାନେ ମଧ୍ୟ ସାମାଜିକ ଦୂରତା ବଜାୟ ରଖୁଛନ୍ତି। ଏହାର ସର୍ବଶେଷ ଉଦାହରଣ ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ଦେଇଛନ୍ତି। ଶିଳ୍ପାଙ୍କୁ ଛାଡି ଏବେ ତାଙ୍କ ସମ୍ପୂଣ୍ଣ ପରିବାର କରୋନା ଆକ୍ରାନ୍ତ ହୋଇଛନ୍ତି। ଏହି ସମୟରେ ସେ ପରିବାର ଲୋକଙ୍କଠାରୁ ଅଲଗା ରହୁଛନ୍ତି। ଅଲଗା ରହୁଥିଲେ ମଧ୍ୟ ସ୍ବାମୀଙ୍କଠାରୁ ନିଜକୁ ସେ ଅଲଗା କରିପାରିନାହାନ୍ତି। ଶିଳ୍ପା ନିଜ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଫଟୋରେ ଶିଳ୍ପା ଦୁଇଟି ମାସ୍କ ପିନ୍ଧି ସ୍ବାମୀ ରାଜ କୁନ୍ଦ୍ରାଙ୍କ ମୁହଁକୁ ଚାହଁିଛନ୍ତି। ରାଜ ମଧ୍ୟ ତାଙ୍କୁ ଚାହିଁଛନ୍ତି। କିନ୍ତୁ ମଝିରେ କାଚ ବାଡ ରହିଛି। ଫଳରେ ଉଭୟ ପରସ୍ପରକୁ ସ୍ପଷ୍ଟ ଭାବେ ଦେଖି ପାରୁଛନ୍ତି।
ସେ ଫଟୋ ଶେୟାର କରି ଲୋକମାନଙ୍କୁ ଏହି ମହାମାରୀରୁ କିପରି ସକାରାତ୍ମକ ଭାବରେ ବାହାରକୁ ଆସିବେ ପରାମର୍ଶ ଦେଇ କହିଛନ୍ତି, କରୋନା ପରିବେଶରେ ପ୍ରେମ। କରୋନା ହେଉଛି ପ୍ରେମ। ଏହା ସହିତ ସେ ଆହୁରି ଲେଖିଛନ୍ତି, ପ୍ରାର୍ଥନା ପାଇଁ ସମସ୍ତଙ୍କୁ ଧନ୍ୟବାଦ।
ଶିଳ୍ପା ଶେଟ୍ଟୀ ଏବଂ ତାଙ୍କ ୨ କର୍ମଚାରୀଙ୍କୁ ଛାଡି ଶାଶୁ, ତାଙ୍କ ମା, ପୁଅ ଭିଆନ, ଝିଅ ସମିଶା ଏବଂ ସ୍ବାମୀ ରାଜ କୁନ୍ଦ୍ରା କରୋନା ଆକ୍ରାନ୍ତ ହୋଇଛନ୍ତି। ଶିଳ୍ପା ନିଜେ ଏକ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇଥିଲେ।

Shilpa Shetty, Raj Kundra, Shilpa Shetty expresses love, Shilpa Shetty wearing double mask, Coronavirus, Shilpa Shetty says Corona is love, शिल्पा शेट्टी, राज कुंद्रा, शिल्पा शेट्टी ने पहना डबल मास्क


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri