ପୁଣି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଶିମିଳିପାଳ

ବାରିପଦା ଅଫିସ,୪ା୨: ପର୍ଯ୍ୟଟକଙ୍କ ପାଇଁ ଶୁକ୍ରବାର ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ପ୍ରବଳ ବର୍ଷା ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ନିମନ୍ତେ ଶିମିଳିପାଳ ବନ୍ଦ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ରହିଛି। ଏ ନେଇ ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ଉପ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri