ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୫।୨: ପାଗ ଅନୁକୂଳ ହେବାରୁ ଶନିବାର ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ ବର୍ଷା ପାଇଁ ଶୁକ୍ରବାର ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଥିଲା । ଜଙ୍ଗଲ ରାସ୍ତା କାଦୁଆ ହୋଇଯିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଦିନବେଳେ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କର୍ତ୍ତୃପକ୍ଷ ଶିମିଳିପାଳକୁ ବନ୍ଦ କରିଥିଲେ । କେବଳ ରାତ୍ରୀ ରହଣୀ ପାଇଁ ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକମାନଙ୍କ ପାଇଁ ଖୋଲାରହିଥିଲା। ପାଗ ଅନୁକୂଳ ହେବାରୁ ଶନିବାର ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ।


Enter your email to get our daily news in your inbox.

All Right Reserved By Dharitri.Com

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri