୨ ଦିନ ବନ୍ଦ ରହିବ ଶିମିଳିପାଳ

ଭୁବନେଶ୍ୱର,୩।୧୨(ବ୍ୟୁରୋ): ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ୪ ଓ ୫ ଦିନ ଶିମିଳିପାଳ ବନ୍ଦ ରହିବ। ଉତ୍ତର ଶିମିଳିପାଳ ଡେପୁଟି ଡାଇରେକ୍ଟର ଏହି ସୂଚନା ଦେଇଛନ୍ତି। ତେବେ ସମ୍ଭାବ୍ୟ ଲଘୁଚାପ ବର୍ଷା ନେଇ ଶିମିଳିପାଳ ବନ୍ଦ ରହିବ।

ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଥିଲା । ସକାଳ ୬ ଟାରୁ ୯ଟା ମଧ୍ୟରେ ପର୍ଯ୍ୟଟକମାନେ ଯଶୀପୁର ପଟୁ କଳିଆଣି ଓ ବାରିପଦା ପଟୁ ପିଠାବଟା ଦେଇ ଥିବା ଦୁଇଟି ତନଖି ଫାଟକ ଦ୍ୱାରା ଶିମିଳିପାଳ ଭିତରକୁ ଯାଉଥିଲେ। ଶିମିଳିପାଳକୁ ଜିରୋ ପ୍ଲାଷ୍ଟିକ୍‌ ଜୋନ କରିବା ପାଇଁ ନୂଆ ପନ୍ଥା ଆପଣାଯାଇଛି। ପର୍ଯ୍ୟଟକଙ୍କୁ କୌଣସି ପ୍ଲାଷ୍ଟିକ ଉପକରଣ, ପଲିଥିନ କିମ୍ବା ପାଣି ବୋତଲ ନେଇ ଭିତରକୁ ପ୍ରବେଶ କରିବା ଉପରେ କଟକଣା ଜାରି କରାଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri