Posted inଜାତୀୟ

ଶିନ୍ଦେଙ୍କ ନିର୍ବାଚନୀ ଚିହ୍ନ ଦୁଇଟି ଖଣ୍ଡା ସହ ଢାଲ …

ମୁମ୍ବାଇ,୧୧।୧୦ : ନିର୍ବାଚନ ଆୟୋଗ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଦଳକୁ ବାଲାସାହେବଚି ଶିବସେନା ନାମ ଦେଇଥିଲେ। ମଙ୍ଗଳବାର ଦଳର ନିର୍ବାଚନୀ ଚିହ୍ନ ଭାବେ ଦୁଇଟି ଖଣ୍ଡା ସହ ଢାଲ ପ୍ରଦାନ କରିଛନ୍ତି। ମହାରାଷ୍ଟ୍ରର ଅନ୍ଧେରୀ ଉପନିର୍ବାଚନରେ ଶିନ୍ଦେ ଏବଂ ଉଦ୍ଧବ ଠାକରେ ଗୋଷ୍ଠୀଙ୍କୁ ଭିନ୍ନ ଚିହ୍ନ ଏବଂ ଦଳୀୟ ନାମ ପ୍ରଦାନ କରାଯାଇଛି।

ଯଦି ଦଳ ନଭେମ୍ବର ୩ରେ ହେବାକୁ ଥିବା ଅନ୍ଧେରୀ ପୂର୍ବ ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ନିଷ୍ପତ୍ତି ନିଏ, ତେବେ ଚିହ୍ନକୁ ବ୍ୟବହାର କରିପାରିବ। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଏକ ଚିଠିରେ ଆୟୋଗ ଏହି ସୂଚନା ଦେଇଛନ୍ତି।

ଏକ ନିରପେକ୍ଷ ନିର୍ବାଚନ ଚିହ୍ନ ଭାବରେ ଏହାକୁ ଘୋଷଣା କରିବାକୁ ନିଷ୍ପତ୍ତି ନେଇଥିବା ଆୟୋଗ କହିଛନ୍ତି। ଶିନ୍ଦେ ଦଳ ନିର୍ବାଚନ ଚିହ୍ନ ପାଇଁ ବିକଳ୍ପ ଭାବରେ ପିପଲ ଗଛ, ଦୁଇଖଣ୍ଡା ସହିତ ଢାଲ ଏବଂ ସୂର୍ଯ୍ୟ ବିଷୟରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?