Posted inଜାତୀୟ

ଶିନ୍ଦେ ସରକାର ଗୋଟିଏ ମାସରେ ଜାରି କରିଛନ୍ତି ୭୫୧ ନିର୍ଦ୍ଦେଶ…

ମୁମ୍ବାଇ, ୩।୮ : ଜୁନ ୩୦ ରେ ଏକନାଥ ଶିନ୍ଦେ ମୁଖ୍ୟମନ୍ତ୍ରୀ ହେବା ପରଠାରୁ ଗତ ଏକମାସ ମଧ୍ୟରେ ମହାରାଷ୍ଟ୍ର ସରକାର ୭୫୧ ଟି ସରକାରୀ ନିର୍ଦ୍ଦେଶ ଜାରି କରିଛନ୍ତି । ସେଥିମଧ୍ୟରୁ ୧୦୦ରୁ ଅଧିକ ନିର୍ଦ୍ଦେଶ କେବଳ ସ୍ବାସ୍ଥ୍ୟ ବିଭାଗକୁ ଦିଆଯାଇଛି। ଏହି ନିର୍ଦ୍ଦେଶଗୁଡିକ ସରକାରଙ୍କ ଅଫିସିଆଲ ୱେବସାଇଟରେ ଉପଲବ୍ଧ ହେଉଛି।

ଚଳିତ ବର୍ଷ ଜୁନ ମାସରେ, ଶିବସେନା ବିଦ୍ରୋହ ପରେ ଦଳ ମୁଖ୍ୟ ଉଦ୍ଧଭ ଠାକରେଙ୍କ ନେତୃତ୍ୱରେ ମହା ବିକାଶ ଆଘାଡ଼ି ସରକାର ଚାରି ଦିନ ମଧ୍ୟରେ ୧୮୨ ଟି ସରକାରୀ ନିର୍ଦ୍ଦେଶ ଜାରି କରିଥିଲେ। ଏହି ନିର୍ଦ୍ଦେଶଗୁଡ଼ିକ ମଧ୍ୟରୁ ଅଧିକାଂଶ ବିଭିନ୍ନ ବିକାଶ ସମ୍ବନ୍ଧୀୟ କାର୍ଯ୍ୟ ପାଇଁ ହଜାରେ କୋଟି ମୂଲ୍ୟର ପାଣ୍ଠି ଜାରି କରିବା ସହିତ ଜଡିତ ଥିଲା। ତେବେ ସେହି ସମୟରେ ବିପକ୍ଷରେଥିବା ଭାରତୀୟ ଜନତା ପାର୍ଟି ଏହାକୁ ବିରୋଧ କରିଥିଲା।

କିନ୍ତୁ ବର୍ତ୍ତମାନ ଶିନ୍ଦେଙ୍କ ନେତୃତ୍ୱାଧୀନ ସରକାର ଏକ ମାସ ମଧ୍ୟରେ ଏତେ ସଂଖ୍ୟକ ସରକାରୀ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ସରକାରରେ ଭାଜପାର ବରିଷ୍ଠ ନେତା ଦେବେନ୍ଦ୍ର ଫଡନାଭିସ ଉପମୁଖ୍ୟମନ୍ତ୍ରୀ ଅଛନ୍ତି। ବର୍ତ୍ତମାନ ମହାରାଷ୍ଟ୍ର କ୍ୟାବିନେଟରେ ଶିନ୍ଦେ ଏବଂ ଫଡନାଭିସ କେବଳ ଦୁଇଜଣ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri