Posted inଖେଳ

ଶିନ୍ଦେ ସରକାରଙ୍କ ବଡ ଘୋଷଣା: ଝିଅ ଜନ୍ମରୁ ସାବାଳିକା ହେବା ପର୍ଯ୍ୟନ୍ତ ମିଳିବ ୧ ଲକ୍ଷ ଟଙ୍କା…

ମୁମ୍ବାଇ,୧୧।୧୦ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଝିଅମାନଙ୍କ ପରିବାରକୁ ଜନ୍ମରୁ ସାବାଳିକା ହେବା ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇବା ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। କ୍ୟାବିନେଟ ବୈଠକରେ ଶିନ୍ଦେ ଘୋଷଣା କରିଛନ୍ତି ଯେତେବେଳେ ମହାରାଷ୍ଟ୍ରରେ କୌଣସି ପରିବାରରେ ଝିଅ ଜନ୍ମ ହେବ, ସେତେବେଳେ ତାଙ୍କ ପରିବାରକୁ ୫୦୦୦ ଟଙ୍କା ଦିଆଯିବ।

କେବଳ ଏତିକି ନୁହେଁ, ଯେତେବେଳେଝିଅ ପ୍ରଥମ ଶ୍ରେଣୀରେ ପହଞ୍ଚିବ, ପରିବାରକୁ ୬,୦୦୦ଟଙ୍କା ଦିଆଯିବ। ଏହା ପରେ, ଯେତେବେଳେ ସେ ଷଷ୍ଠ ଶ୍ରେଣୀରେ ପହଞ୍ଚିବ ପରିବାରକୁ ୭,୦୦୦ ଟଙ୍କା ମିଳିବ। ଏହା ପରେ, ଯେତେବେଳେ ଝିଅ ଏକାଦଶ ଶ୍ରେଣୀରେ ପହଞ୍ଚିବ, ସେତେବେଳେ ତାଙ୍କୁ ୮,୦୦୦ଟଙ୍କା ମିଳିବ। ଯେତେବେଳେ ଝିଅ ୧୮ ବର୍ଷର ହେବ ସେତେବେଳେ ପରିବାରକୁ ୭୫ହଜାର ଟଙ୍କା ଦିଆଯିବ। ଏହିପରି, ଗୋଟିଏ ପରିବାରକୁ ଝିଅ ଜନ୍ମରୁ ସେ ସାବାଳିକା ହେବା ପର୍ଯ୍ୟନ୍ତ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri