Posted inଜାତୀୟ

ଉଦ୍ଧବଙ୍କ ପୂର୍ବରୁ ସୁପ୍ରିମ୍‌କୋର୍ଟରେ ପହଞ୍ଚିଲେ ଶିନ୍ଦେ…

ମୁମ୍ବାଇ,୧୯।୨ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଦଳ ଶିବସେନାର ନାମ ଏବଂ ନିର୍ବାଚନ ଚିହ୍ନକୁ ଉଦ୍ଧବ ଠାକରେଙ୍କ ହାତରୁ ଛଡ଼ାଇ ନେବା ପରେ ମଧ୍ୟ ଚୁପ ହୋଇ ବସି ନାହିଁ। ଶିବସେନାକୁ ନେଇ ନିର୍ବାଚନ ଆୟୋଗର ନିଷ୍ପତ୍ତିକୁ ସମର୍ଥନ କରିବା ପାଇଁ ଶିନ୍ଦେ ଆବଶ୍ୟକ କରୁଥିବା ପ୍ରତ୍ୟେକ ପଦକ୍ଷେପ ନେବାରେ ଲାଗିଛନ୍ତି। ଏବେ ଏକ ଖବର ଆସିଛି ଯେ ଏକନାଥ ଶିନ୍ଦେ ସୁପ୍ରିମକୋର୍ଟରେ ଏକ କାଭିଏଟ ଆବେଦନ ଦାଖଲ କରିଛନ୍ତି।

ଏହି ଆବେଦନରେ କୁହାଯାଇଛି ଯେ ନିର୍ବାଚନ ଆୟୋଗଙ୍କର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବା ପାଇଁ ଉଦ୍ଧବଙ୍କ ଦଳ ସୁପ୍ରିମକୋର୍ଟଙ୍କ ନିକଟକୁ ଯାଇପାରିବେ। ଏଭଳି ପରିସ୍ଥିତିରେ, ଏହି ପ୍ରସଙ୍ଗରେ କୌଣସି ରାୟ ଦେବା ପୂର୍ବରୁ ସର୍ବୋଚ୍ଚ ନ୍ୟାୟାଳୟ ମଧ୍ୟ ମହାରାଷ୍ଟ୍ର ସରକାରଙ୍କ ଯୁକ୍ତି ଶୁଣିବା ଉଚିତ।

ସୂଚନାଯୋଗ୍ୟ ନିର୍ବାଚନ ଆୟୋଗଙ୍କର ନିଷ୍ପତ୍ତି ପରେ ଉଦ୍ଧବ ଠାକରେ ସୁପ୍ରିମକୋର୍ଟ ଯିବାକୁ କହିଥିଲେ। ସୋମବାର ଉଦ୍ଧବ ଗୋଷ୍ଠୀ ସୁପ୍ରିମକୋର୍ଟରେ ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବେ ବୋଲି କୁହାଯାଉଛି। ଏଭଳି ପରିସ୍ଥିତିରେ ଉଦ୍ଧବ ଗୋଷ୍ଠୀର କୌଣସି ପଦକ୍ଷେପ ପୂର୍ବରୁ ମଧ୍ୟ ଶିନ୍ଦେ ଦଳ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri