Posted inଫୁରସତ

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ଶିର୍ଲି

ସିଙ୍ଗାପୁର: ସିଙ୍ଗାପୁରର ଶିର୍ଲି ଲିଙ୍ଗ୍‌ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ମାତ୍ର ୩୪ ବର୍ଷ ବୟସରେ ଜେଜେ ମା’ ହୋଇଛନ୍ତି। ତାଙ୍କର ୧୭ ବର୍ଷୀୟ ପୁଅଙ୍କ ଏକ ଶିଶୁ ଜନ୍ମ ହୋଇଛି। ସିଙ୍ଗାପୁରରେ ଚିକେନ୍‌ ହଟପଟ୍‌ ନାମକ ଏକ ରେଷ୍ଟୁରାଣ୍ଟ ଚଳାଉଥିବା ଶିର୍ଲି ୩ ଥର ବିବାହ କରିଥିବା ବେଳେ ତାଙ୍କର ୫ ଜଣ ସନ୍ତାନ ରହିଛନ୍ତି। ମାତ୍ର ୧୭ ବର୍ଷ ବୟସରେ ଶିର୍ଲିଙ୍କର ପ୍ରଥମ ସନ୍ତାନ ଜନ୍ମ ହୋଇଥିଲେ। ଏନେଇ ଏକ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ନିଜ ଫଲୋଅର୍ସଙ୍କୁ ସୂଚନା ଦେଇଛନ୍ତି। ଏତେ କମ୍‌ ବୟସରେ ଜେଜେ ମା’ ହେବାର ଅନୁଭୂତିକୁ ସେ ଏହି ପୋଷ୍ଟରେ ବଖାଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅମାନେ ସାବଧାନ: ସ୍ମାର୍ଟ ଚଷମାରେ ଆପଣଙ୍କର ସବୁ ରେକର୍ଡ କରିନେବେ, ଓଡ଼ିଶାରେ ପଡିଛନ୍ତି ଧରା

ନୂଆଦିଲ୍ଲୀ,୩।୨: ବଦଳୁଥିବା ସମୟ ସହିତ ଟେକ୍ନୋଲୋଜି ଯେତିକି ସୁବିଧା ଆଣୁଛି, ସେତିକି ବିପଦ ମଧ୍ୟ ବଢ଼ାଉଛି। ବର୍ତ୍ତମାନ ଆମେରିକା ଏବଂ ବ୍ରିଟେନ ଭଳି ଦେଶରେ ‘ସ୍ମାର୍ଟ ଚଷମା’…

ନରମ ଶେଯ ବଦଳରେ ଦ୍ୱାର ମୁହଁରେ କାହିଁକି ଶୁଏ କୁକୁର? କାରଣ ଜାଣିଲେ ତାଜୁବ ହେବେ

ଯଦି ଆପଣଙ୍କର କୁକୁର ଅଛି, ତେବେ ଆପଣ ହୁଏତ ଏକ ଅଜବ ଅଭ୍ୟାସ ଲକ୍ଷ୍ୟ କରିଥିବେ। ଅନେକ ସମୟରେ, ଆରାମଦାୟକ ବିଛଣା, ସୋଫା କିମ୍ୱା ଘରର ଶାନ୍ତ…

ମୋଗଲ ବଜେଟ କିପରି ପ୍ରସ୍ତୁତ କରୁଥିଲେ, କେଉଁମାନଙ୍କଠୁ ନେଉଥିଲେ ଟ୍ୟାକ୍ସ?

ନୂଆଦିଲ୍ଲୀ,୨।୨: ଗତକାଲି ଯେତେବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଥିଲେ, ଏହା ଏକ ସମ୍ପୂର୍ଣ୍ଣ ଆଧୁନିକ ପରମ୍ପରା ପରି ମନେ ହେଉଥିଲା। କିନ୍ତୁ ଆପଣ…

ଏହି ଦେଶକୁ କାହିଁକି କୁହାଯାଏ କଳା ସୁନାର ଦେଶ, ଜାଣନ୍ତୁ…

ଯେତେବେଳେ ‘କଳା ସୁନାର ଦେଶ’ ନାଁ ଆସେ ସେତେବେଳେ ପ୍ରାୟତଃ ପ୍ରଥମେ କୁଏତ୍‌ର ନାଁ ମନକୁ ଆସେ। କଳା ସୁନା ଯାହାର ଅର୍ଥ ଅଶୋଧିତ ତୈଳ। ଏହା…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

Video: ଷ୍ଟେଜ ଉପରେ ଏମିତି ରୋମାନ୍ସ କଲେ କପଲ, ଦୌଡି ଆସିଲେ ପଣ୍ଡିତ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୩୦।୧: ସୋସିଆଲ ମିଡିଆରେ ପ୍ରାୟତଃ ବିବାହ ଭିଡିଓ ଭାଇରାଲ ହୁଏ, କିନ୍ତୁ ଏଥର ଏକ ବିବାହ ଭିଡିଓ ବିତର୍କ ସୃଷ୍ଟି କରିଛି। ଏକ ଭାଇରାଲ ଭିଡିଓରେ, ବିବାହ…

ଏମିତି ଜୀବ, ଯାହା ନିଃଶ୍ୱାସ ନ ନେଇ ବଞ୍ଚିଥାଏ

ଦୁନିଆରେ ଏପରି ଅନେକ ଜୀବ ଅଛନ୍ତି, ଯାହା ଲୋକଙ୍କ ପାଇଁ ରହସ୍ୟ ହୋଇ ରହିଯାଇଛନ୍ତି। ଆଜି ଏମିତି ଏକ ଜୀବ ବିଷୟରେ କହିବୁ ଯାହା ନିଃଶ୍ୱାସ ନ…

ଧ୍ୱଂସ ହେବାକୁ ଯାଉଛି ବିଶ୍ୱ, ପରମାଣୁ ଘଣ୍ଟାରେ ପରିବର୍ତ୍ତନ ହେଲା ସମୟ, ବୈଜ୍ଞାନିକ ଭୟଭୀତ

ବିଶ୍ୱବ୍ୟାପୀ ଚାଲିଥିବା ସଂଘର୍ଷ ଏବଂ ଚିନ୍ତା ମଧ୍ୟରେ ବୈଜ୍ଞାନିକମାନେ ଡୁମ୍ସଡେ ଘଣ୍ଟା(ପରମାଣୁ ଘଣ୍ଟା)ର ସମୟ ପରିବର୍ତ୍ତନ କରିଛନ୍ତି। ସେମାନେ ଘଣ୍ଟାକୁ ମଧ୍ୟରାତ୍ରି ପାଖକୁ ଆହୁରି ନିକଟତର କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri