ବିଜେଡିରୁ ଇସ୍ତଫା ଦେଲେ ଡମ୍ବରୁ ଶିଶା

ମାଲକାନଗିରି,୨୯ା୩(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଡମ୍ବରୁ ଶିଶା ବିଜୁ ଜନତା ଦଳର ଜଣେ ସକ୍ରିୟ ସଦସ୍ୟ ଭାବେ କାର୍ଯ୍ୟ କରି ଆସୁଥିଲେ। ଗୁରୁବାର ସେ ବିଜେଡି ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇସ୍ତଫାପତ୍ର ପଠାଇଥିବା ଚିଠି ମାଧ୍ୟମରେ ଜଣାଇଛନ୍ତି। ପ୍ରକାଶଯେ, ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ଶିଶା ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀର ବିଧାୟକ ଥିଲେ। ଏଥିସହ ସେ ଦୀର୍ଘ ୧୬ ବର୍ଷ ହେଲା ବିଜୁ ଜନତା ଦଳରେ ଜଣେ ସଦସ୍ୟ ଭାବେ ନିଜର କର୍ତ୍ତବ୍ୟ ସୁଚାରୁ ରୂପେ ତୁଲାଇ ଆସୁଥିଲେ। ସେ କେତେକ ବ୍ୟକ୍ତିଗତ ସମସ୍ୟା ଯୋଗୁ ଇସ୍ତଫା ଦେଇଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri