ସୋରଡ଼ାର ବିଭିନ୍ନ ଶୈବପୀଠରେ ଶୀତଳଷଷ୍ଠୀ

ସୋରଡ଼ା,୨୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ଶୈବପୀଠରେ ଶୀତଳଷଷ୍ଠୀ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଗାଜଲବାଡ଼ି ନିକଟ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ପ୍ରସିଦ୍ଧ ଶିବମନ୍ଦିରରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ କର୍ତ୍ତା ହୋଇ ଶିବ ପାର୍ବତୀଙ୍କ ବିବାହ କାର୍ଯ୍ୟ ସମ୍ପାଦନ କରିଥିଲେ। ସେହିପରି ସନ୍ଧ୍ୟାରେ ପଞ୍ଚାନନ ମନ୍ଦିର, ବାଲୁଙ୍କେଶ୍ୱର ମନ୍ଦିର, ଦକ୍ଷିଣେଶ୍ୱର ମନ୍ଦିର,ବୃଦ୍ଧ ଲିଙ୍ଗେଶ୍ୱର, ପୁଡୁଗେଶ୍ୱର ଗୋପେଶ୍ୱର, ଖଜୁରୀପଲ୍ଲୀ ମନ୍ଦିର,ଏକଲପୁର,ସିଦ୍ଧପୁର,ବଡଗଡ଼ଠଶାରେ ମଧ୍ୟ ଶିବପାର୍ବତୀଙ୍କ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଛି।ସମସ୍ତ ମନ୍ଦିରରୁ ଢୋଲ,ମହୁରି,ଘଣ୍ଟା,କୀର୍ତ୍ତନ ସହ ଆତସବାଜିରେ ବରଯାତ୍ରୀ ନଗର ପରିକ୍ରମା କରି ମନ୍ଦିରରେ ପହଞ୍ଚିଥିଲେ। ଶୈବପୀଠଗୁଡ଼ିକ ଆଲୋକମାଳାରେ ସଜ୍ଜା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri