Posted inଜାତୀୟ

‘ଭଙ୍ଗା, ଗଢ଼ା ପୁରୁଣା ହୋଇଯାଇଛି’

ମୁମ୍ବାଇ,୨।୭: ମହାରାଷ୍ଟ୍ରରେ ଲାଗି ରହିଥିବା ଅସ୍ଥିରତା ମଧ୍ୟରେ ନୂଆ ସରକାର ଗଠନକୁ ନେଇ ଶିବସେନା ନେତା ତଥା ଏମ୍‌ପି ସଞ୍ଜୟ ରାଉତ ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଭାଙ୍ଗିବା ଗଢ଼ିବା ଆମ ପାଇଁ ପୁରୁଣା କଥା ହୋଇଯାଇଛି। ଏବେ ମହାରାଷ୍ଟ୍ରରେ ନୂଆ ସରକାର ଗଠନ ହୋଇଛି। ନୂଆ ସରକାର ଭାରତୀୟ ଜନତା ପାର୍ଟି(ଭାଜପା) ସହ ଏକ ଚୁକ୍ତି କରିଛି ଓ ଦଳୀୟ ମୁଖ୍ୟଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ବସାଇଛି। ଦେଶରେ ଏଭଳି ଘଟଣା ଅନେକ ଥର ଘଟିଛି ତେଣୁ ଏହା କିଛି ନୂଆ କଥା ନୁହେଁ। ଆମେ ନୂଆ ସରକାରଙ୍କୁ ଶୁଭେଚ୍ଛା ଜଣାଉଛୁ।
ଏହା ପୂର୍ବରୁ ସଞ୍ଜୟ ରାଉତ ଶୁକ୍ରବାର ଇଡିରେ ହାଜର ହେବାର ଥିଲା। ତେଣୁ ଏହା ପୂର୍ବରୁ ସେ ଟୁଇଟ କରି ଶିବସେନା କର୍ମୀଙ୍କୁ କହିଥିଲେ ଏ ନେଇ କେହି ବ୍ୟସ୍ତ ହେବା ଆବଶ୍ୟକ ନାହିଁ। ମୁଁ ଜଣେ ନାଗରିକ ସହ ଜଣେ ଏମପି, ମୁଁ ଇଡି ନିକଟରେ ନିଶ୍ଚିତ ଭାବେ ହାଜର ହେବି। ଯେତେବେଳେ ଉଦ୍ଧବ ଠାକରେ ସରକାର ଆସିଥିଲା ସେତେବେଳେ ଭାଜପା କହିଥିଲା ଏ ସରକାର ଆମକୁ ଅଡୁଆରେ ପକାଇବ। ହେଲେ ଆମେ ସେମିତି କିଛି କରିବୁ ନାହିଁ। ସେମାନଙ୍କୁ ସୁଯୋଗ ଦେବୁ ଜନତାଙ୍କ ପାଇଁ କାମ କରିବାକୁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ଦେଖି ଖସି ଯାଉଥିଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…

ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri